ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ରୋଗୀକୁ ଆଣିବାକୁ ଯାଇ କାଦୁଅ ରାସ୍ତାରେ ଫସିଲା ଆମ୍ବୁଲାନ୍ସ, ଟ୍ରାକ୍ଟରରେ ଟଣା ଯାଇ ବାହାର କରାଗଲା

Published By : Suraj Kumar | June 30, 2025 11:02 PM

ମାଲକାନଗିରି, ୩୦।୬ (ଆପ୍ର ): ରୋଗୀକୁ ଆଣିବାକୁ ଯାଇଥିବା ଆମ୍ବୁଲାନ୍ସ ରାସ୍ତା ଅବସ୍ଥା  ଶୋଚନୀୟ ଯୋଗୁଁ ଫସିଲା । ଟ୍ରାକ୍ଟର ଦ୍ଵାରା ଭିଡା ହେବା ପରେ ରୋଗୀ ସେବା ଯୋଗାଇବାରେ ସକ୍ଷମ ହୋଇଛି ଆମ୍ବୁଲାନ୍ସ। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡି ପଞ୍ଚାୟତରେ। 

ସୂଚନାଯୋଗ୍ୟ ଯେ, ମାଲକାନଗିରି ଜିଲ୍ଲା କୋରକୁଣ୍ଡା ବ୍ଲକସ୍ଥ ନାକାମାମୁଡି ପଞ୍ଚାୟତ କର୍କାଗୁଡା ଗ୍ରାମର ମାଲାବତି ବିଶୋଇ ଘରେ ପ୍ରସବ କରି ଏକ ପୁତ୍ର ସନ୍ତାନ ଜନ୍ମ କରିଥିଲେ l ମାଲାବତୀ ଶରୀର ଅସୁସ୍ଥ ଦେଖି ପରିବାର ଲୋକ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ l ନିକଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ଆମ୍ବୁଲାନ୍ସ  କାର୍କା ଗୁଡା ଯିବା ପାଇଁ ବାହାରିଥିଲା l  ହନ୍ତାଳ ଗୁଡା ଓ ଗୋନ୍ଦିଗୁଡା ଗ୍ରାମ ମଝିରେ ବର୍ଷା ଯୋଗୁଁ କାଦୁଅ ରାସ୍ତାରେ  ଆମ୍ବୁଲାନ୍ସ ଫସିଯାଇଥିଲା l ଦୀର୍ଘ ସମୟ ଦରି   ଆମ୍ବୁଲାନ୍ସ ପହଞ୍ଚି ନ ଥିବାରୁ ଗାଁ ଲୋକ ଆମ୍ବୁଲାନ୍ସ ଡ୍ରାଇଭରକୁ କଲ କରି ଥିଲେ l ଗାଡ଼ି କାଦୁଅ ରେ ଫସି ଯାଇଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର କହିଥିଲେ l ଗ୍ରାମବାସୀ ଗୋଟାଏ ଟ୍ରାକ୍ଟର ପଠେଇ ଆମ୍ବୁଲାନ୍ସକୁ ଦୌଡ଼ିରେ  ବାନ୍ଧି କାଦୁଅରୁ ବାହାର କରି ଥିଲେ। ପରେ  କାର୍କlଗୁଡାରେ ଆମ୍ବୁଲାନ୍ସ ପହଞ୍ଚି ମା’ ଓ ଛୁଆ  ଏବଂ  ଆଶା କର୍ମୀ ଙ୍କୁ ନେ଼ଇ ଅନ୍ୟ ଗୋଟାଏ ରାସ୍ତାରେ ଯାଇଥିଲେ।  ୬୦ କିମି ନlକlମାମୁଡ଼ିରୁ ବାଲିମେଳା ଛକ ଦେଇ କୁଡୁମୁଲୁଗୁମ୍ମା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରରେ ଆମ୍ବୁଲାନ୍ସ ପହଞ୍ଚିଥିଲା l ବର୍ତ୍ତମାନ ମା’  ଓ ଛୁଆ ସୁସ୍ଥ ଅଛନ୍ତି l ଏହି ରାସ୍ତା  ଗୋଟାଏ କଲଭଟ୍ ଓ ରାସ୍ତା ଅତି ଶୀଘ୍ର ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.