ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

୨୮ରେ ଓଡ଼ିଶା ଆସୁଛନ୍ତି ଅମିତ ଶାହ, ୩ ଜନସଭାରେ ଯୋଗ ଦେବେ

Published By : Prameya | May 26, 2024 6:03 PM

ଭୁବନେଶ୍ବର,୨୬।୫ : ୨୮ରେ  ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହ  ଓଡିଶା ଆସୁଛନ୍ତି। ସେ  ରାଜ୍ୟରେ ୩ ଟି ନିର୍ବାଚନୀ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ।  ପ୍ରଥମେ ୧୦ ଟାରେ ଚାନ୍ଦବାଲିରେ ନିର୍ବାଚନୀ ସଭାରେ ଯୋଗ ଦେଦେ। ସେଠାରୁ  କୋରେଇ ଯିବେ।  ଏହା ପରେ  ନିମାପଡାରେ ସଭା କରିବେ ବୋଲି ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। 

 ସେହିପରି ୨୭ ରେ ପୁଣି ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ୨୭ ରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କାକଟପୁରରେ ସଭା କରିବେ। ୨୮ରେ ରାଇରଙ୍ଗପୁର, ମୋରଡା, ସୋର, ଜଗତସିଂହପୁରରେ  ପ୍ରଚାର ସଭା କରିବେ।  କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲେଶ୍ବର, ଭଦ୍ରକ, ଜଗତସିଂହପୁର,  କେନ୍ଦ୍ରପଡ଼ା ରେ ୨୭ ରୁ ୩୦ ଯାଏଁ ପ୍ରଚାର କରିବେ। ୨୭ ଏବଂ ୨୮ ରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କେନ୍ଦ୍ରାପଡ଼ା ଏବଂ ଭଦ୍ରକ ରେ ପ୍ରଚାର କରିବେ ବୋଲି ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। 

ଆହୁରି ପଢନ୍ତୁ : ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.