PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ସିଏମ୍ ପଦରୁ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ କଣ ରହିଛି ବିଜେପିର ପ୍ଲାନ୍? ଫଡନବୀସ-ସିନ୍ଦେ ମେଣ୍ଟ ସରକାର ଗଠନ ନେଇ ଜୋରଦାର ଚର୍ଚ୍ଚା
  • ||
  • ‘ଦେଶରୁ କଂଗ୍ରେସ ମୂଳପୋଛ ହୋଇଯିବା ଉଚିତ, ଖାସ୍‌ ସେହି ଦଳ ପାଇଁ ଦୁଇଦୁଇ ଥର ପ୍ରଧାନମନ୍ତ୍ରୀ ହେଲେଣି ମୋଦି’: ଅସଦୁଦ୍ଦିନ ଓଓ୍ବେସୀ
  • ||
  • ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ
  • ||
  • ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ, ଜୁଲାଇ ୧୭ ନାମାଙ୍କନର ଶେଷ ତାରିଖ : ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ଡାବୁଗାଁ ବ୍ଲକ ଅନ୍ତର୍ଗତ ଯବାଗୁଡ଼ା ଗ୍ରାମରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା
  • ||
  • ପରକୀୟା ପ୍ରୀତି ସନ୍ଦେହ କରି ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ପୁଣି ବଢ଼ିଲା କରୋନା ମାମଲା, ୨୪ ଘଣ୍ଟାରେ ୧୬୧ କରୋନା ପଜିଟିଭ୍
  • ||
  • ନୟାଗଡ଼ : ଟ୍ରକ୍‌କୁ ପଛପଟୁ ପିଟିଲା କାର୍, ୮ ଆହତ
  • ||
  • କଟକ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ପାଟଣା : ଦୁଇ ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଲୁଟେରା, ଝିଅ ବାହାଘର ପାଇଁ ରଖିଥିଲେ ସୁନାଗହଣା
  • ||
  • ମାଲକାନଗିରି : ବିଜାପୁରରେ ମାଓ ହିଂସା, ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା
  • ||

ଗୃହମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅମିତ ଶାହ

ଆଜି ଗୃହମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଜେପିର ବରିଷ୍ଠ ନେତା ଅମିତ ଶାହ । ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରୀ ହୋଇଥିବା ଶାହ ଦେଶର ନୂଆ ଗୃହମନ୍ତ୍ରୀ ରୂପେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଗତକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଆଜି ନିଜ ମନ୍ତ୍ରଣାଳୟର ଭାର ସମ୍ଭାଳିଛନ୍ତି ଅମିତ ଶାହା । କିଛି ସମୟ ପରେ ଗୃହ ମନ୍ତ୍ରାଳୟର ଅଧିକାରୀଙ୍କ ସହ ବୈଠକ କରିବେ ନୂଆ ଗୃହମନ୍ତ୍ରୀ ।

ଶାହ ଗାନ୍ଧୀନଗର ଲୋକସଭା ସିଟରୁ ନିର୍ବାଚିତ ହୋଇଛନ୍ତି । ଚଳିତ ନିର୍ବାଚନରେ ଏନଡିଏ ୩୫୦ରୁ ଅଧିକ ସିଟ ପାଇବା ପଛରେ ବିଜେପି ଅଧ୍ୟକ୍ଷ ଅମିତ ଶାହାଙ୍କର ଥିଲା ଗୁରୁତ୍ୱପୂର୍ଣ୍ଣ ଭୁମିକା । ସଂଖ୍ୟା ଗଣିତରେ ଅମିତ ଶାହାଙ୍କୁ ବିଜେପିର ଷ୍ଟ୍ରାଟେଜି ମେକର ବୋଲି ମଧ୍ୟ କୁହାଯାଏ ।