PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲେଖକ ସଲମାନ ରୁଶଦୀଙ୍କୁ ଆକ୍ରମଣ , ପଶ୍ଚିମ ନ୍ୟୁୟର୍କର ଏକ କାର୍ଯ୍ୟକ୍ରମରେ ମଞ୍ଚ ଉପରେ ଭାଷଣ ଦେଇଥିବା ବେଳେ ଛୁରାମାଡ଼ , ରକ୍ତ ଜୁଡୁବୁଡୁ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : ସ୍ୱାଧିନତା ଦିବସ ପୂର୍ବରୁ ୟୁପି ଏଟିଏସ୍‌କୁ ବଡ଼ ସଫଳତା । ସହାରନପୁରରୁ ଦୁଇ ଆତଙ୍କବାଦୀଙ୍କୁ କଲା ଗିରଫ । ସ୍ୱାଧିନତା ଦିବସରେ ବଡ଼ ହମଲା କରିବାର ଯୋଜନା କରୁଥିଲେ
  • ||
  • କୋଏମ୍ବାଟୁର : ବେଙ୍ଗାଲୁରରୁ ମାଳଦ୍ୱୀପର ମାଲେ ଯାଉଥିବା ଗୋ ଫାଷ୍ଟ ବିମାନର ଜରୁରୀ ଅବତରଣ, ୯୨ ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ତାତି ଗଲା ଇଞ୍ଜିନ
  • ||
  • ଉଦୟପୁର : ଉଦୟପୁର କହ୍ନୈୟାଲାଲ ହତ୍ୟାକାଣ୍ଡରେ କଥିତ ଷଡ଼ଯନ୍ତ୍ରକାରୀ ମୁସ୍ଲିମ୍ ଖାନକୁ ଗିରଫ କଲା ଏଏନଆଇ
  • ||
  • ଅନନ୍ତନାଗ : ଜମ୍ମୁ-କଶ୍ମୀରର ଅନନ୍ତାଗରେ ପୁଲିସ୍ ଓ ସିଆରପିଏଫ ଯବାନଙ୍କ ମଳିତ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ, ଆହତ ପୋଲିସ କର୍ମୀ ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ଭାରତୀୟ ବାୟୁସେନାର ଏକ ଦଳ ମାଲେସିଆ ଗସ୍ତରେ ଯାଇଛନ୍ତି, ଏହି ଦଳ ଦୁଇଦେଶ ମଧ୍ୟରେ ଦ୍ବିପାକ୍ଷୀକ ଯୁଦ୍ଧାଭ୍ୟାସକୁ ନେଇ ଆୟୋଜିତ କାର୍ଯ୍ୟକ୍ରମ ‘ଉଦାରଶକ୍ତି’ରେ ଭାଗ ନେବେ
  • ||
  • ମୋହନା : ସଂଗଠନ ଛାଡ଼ିଥିବା ମାଓବାଦୀ ପ୍ରଫୁଲ୍ଲ ପରିଚ୍ଛାକୁ ଗିରଫ କଲା ଅଡ଼ବା ପୋଲିସ, ଥାନାରେ ରହିଛି ୭ ମାମଲା
  • ||
  • ବୌଦ୍ଧ : ବୌଦ୍ଧ ୫୭ନଂ ଜାତୀୟ ଖୁଣ୍ଟବନ୍ଧ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ
  • ||
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ଗାନ୍ଧୀନଗର ଲୋକସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ ଅମିତ୍ ଶାହା

ଗାନ୍ଧୀନଗର ୩୦।୩ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହା ଆଜି (ଶନିବାର ) ଗୁଜୁରାଟର ଗାନ୍ଧୀନଗର ଲୋକସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂହ ଏବଂ ନିତିନ୍ ଗଡକରୀ ,ଶିବସେନା ପ୍ରମୁଖ ଉଦ୍ଧବ ଠାକରେ ,ଶିରୋମଣି ଅକାଳୀ ଦଳର ସୁପ୍ରିମୋ ପ୍ରକାଶ ସିଂହ ବାଦଲ ଏବଂ ଲୋଜପାର ସଂସ୍ଥାପକ ରାମବିଳାସ ପାସୱାନଙ୍କ ଭଳି ବରିଷ୍ଠ ନେତା ଉପସ୍ଥିତ ରହିବେ । ରାଜଗର ଶୀର୍ଷ ନେତାଙ୍କ ଉପସ୍ଥିତରେ ଶାହା ସମର୍ଥନ ଏବଂ ଗଠବନ୍ଧନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରେ ଦ୍ୱିତୀୟ ସବୁଠାରୁ ଅଧିକ ଶକ୍ତିଶାଳୀ ନେତା ରୂପରେ ତାଙ୍କର କାର୍ଯ୍ୟ ଦେଖାଯିବ ।

ଗାନ୍ଧିନଗରରୁ ଚଳିତ ବର୍ଷ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କ ବଦଳରେ ପାର୍ଟିରୁ ଶାହା ନିର୍ବାଚନ ଲଢିବେ । ଆଡଭାନୀ ୧୯୯୮ରୁ ଏଯାଏଁ ଗାନ୍ଧୀନଗରରୁ ଲୋକସଭାକୁ ପ୍ରତିନିଧିତ୍ୱ କରିଥିଲେ । ନାମାଙ୍କନ ପତ୍ର ଦାଖଲ ସମୟରେ ଅମିତ ଶାହା ଅହମ୍ମଦାବାଦରେ ରୋଡ୍ ସୋ କରିବେ । ବର୍ତ୍ତମାନ ଶାହା ଗୁଜୁରାଟରୁ ରାଜ୍ୟସଭା ସଦସ୍ୟ ଅଛନ୍ତି । ଗୁଜୁରାଟରେ ସବୁ ୨୬ ସିଟ୍ ପାଇଁ ଏପ୍ରିଲ ୨୩ରେ ହେବାକୁ ଥିବା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖିଲ କରିବାର ଶେଷ ତାରିଖ ୪ ଏପ୍ରିଲ ।

ସମ୍ବନ୍ଧିତ ଖବର