ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଓଡ଼ିଶାରେ ୭୫ରୁ ଅଧିକ ଆସନ ଜିତି ସରକାର କରିବୁ : ଅମିତ ଶାହ

ସମ୍ବଲପୁର, ୨୧।୦୫ : ସମ୍ବଲପୁରରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ପ୍ରଚାର। ଏକ ଜନସଭାରେ ସେ ସମ୍ବୋଧନ କରି କହିଛନ୍ତି ଯେ, ଦେଶରେ ବିଜେପି ଭଲ ସ୍ଥିତିରେ ରହିଛି। ୫ଟି ପର୍ଯ୍ୟାୟ ନିର୍ବାଚନ ପରେ ବିଜେପିକୁ ୩୧୦ ଆସନ ମିଳିଛି । ବାକି ୨ଟି ପର୍ଯ୍ୟାୟ ନିର୍ବାଚନ ପରେ ୪୦୦ ପାର୍ କରିବାକୁ ଲକ୍ଷ୍ୟ ରଖିଛି। ଓଡିଶାରେ ୭୫ରୁ ଅଧିକ ଆସନ ଜିତି ସରକାର କରିବୁ। 

ଶାହ ଆହୁରି ମଧ୍ୟ କହିଛନ୍ତି ଯେ, ଓଡ଼ିଶାରେ ପରିବର୍ତ୍ତନ ହେବାକୁ ଯାଉଛି। ଓଡିଶାର ଭାଷା ଏବଂ ସଂସ୍କୃତି ଆଧାରରେ ହେବ ସରକାର । ଦେଶର ସବୁଠୁ ଗରିବ ଲୋକ ଓଡ଼ିଶାରେ ଅଛନ୍ତି । ବିଜେପି ଆସିଲେ ଦକ୍ଷ ଓ ପରିଶ୍ରମୀ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ କରିବୁ। ଓଡ଼ିଶାରେ ଖଣିଜ ସମ୍ପଦର ଭରପୁର ବିନିଯୋଗ ହେବ। ଓଡିଶାର ୬୪୦୦ ଗାଁକୁ ରାସ୍ତା ନାହିଁ । ୮ ହଜାର ଗାଁରେ ସ୍କୁଲ ବନ୍ଦ ହୋଇଛି । ରଥଯାତ୍ରା ବନ୍ଦ କରିବାକୁ ଷଡଯନ୍ତ୍ର କରାଯାଇଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ଏହାକୁ କରାଇଦେଇନଥିଲେ। ଶେଷରେ ବହୁ ବାଧାବିଘ୍ନ ପରେ ରଥଯାତ୍ରା ହୋଇଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.