ପ୍ରମୁଖ ଖବର
  • ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ଭିତର ବେଢାର ଫଟୋ ଭାଇରାଲ
  • ||
  • ପୁରୀ ବାଣ ବିସ୍ଫୋରଣ ଘଟଣା, SCBରୁ ଡିସଚାର୍ଜ ହେଲେ ୨ ଗୁରୁତର, ବିଭିନ୍ନ ହସ୍ପିଟାଲରେ ୧୫ ଜଣ ଚିକିତ୍ସିତ
  • ||
  • ନବୀନଙ୍କ ୫ମ ପାଳିର ଅନ୍ତିମ କ୍ୟାବିନେଟ ବୈଠକ ଶେଷ..ଷୋଡଶ ବିଧାନସଭା ଭଙ୍ଗ ସୁପାରିସ୍ ନେଇ ବାଜିଲା ମୋହର
  • ||
  • ଭୂକମ୍ପରେ ଥରିଲା ଜାପାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୯ ରେକର୍ଡ
  • ||
  • ନୀଳଗିରି: ଦଳିଦେଲା କୂଳଡିହା ହାତୀ, ଅଳ୍ପକେ ବର୍ତିଲେ ଛାତ୍ରୀ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪ରେ ପ୍ରଥମ ସୁପର ଓଭର, ଓମାନକୁ ପରାସ୍ତ କଲା ନାମିବିୟା
  • ||
  • ସମ୍ବଲପୁରରେ ନିର୍ମାଣଧିନ ପୋଲ ଉପରୁ ଖସିପଡିଲା ବୋଲେରୋ, ୨ ମୃତ, ୮ରୁ ଅଧିକ ଆହତ
  • ||
  • ଭୋଟ ଗଣତି କାଉଣ୍ଟଡାଉନ୍‌,ମଙ୍ଗଳବାର ବାହାରିବ ଫଳ, ରାଜ୍ୟର ୧୬୮ କେନ୍ଦ୍ରରେ ହେବ ଗଣତି
  • ||
  • ଏମ୍ପି ରାଜଗଡ଼ରେ ଭୟଙ୍କର ଦୁର୍ଘଟଣା, ଟ୍ରାକ୍ଟର ଓଲଟି ୧୩ ମୃତ, ବିବାହ ଉତ୍ସବକୁ ଯାଉଥିଲେ
  • ||
  • ରଥଖଳା ହାଲ୍‌ଚାଲ୍‌...୩୨ ଚକ ଶେଷ, ଯୋକା ଆରମ୍ଭ, ଆଜି ମୁହାଁଟ ବିନ୍ଧ ଅନୁକୂଳ
  • ||
  • ଗାଡି ଚାଳକଙ୍କ ପକେଟକୁ ମହଙ୍ଗା ମାଡ଼, ସୋମବାରଠୁ ଦେଶବ୍ୟାପୀ ଟୋଲ୍‌ ଦେୟ ୩ରୁ୫% ବୃଦ୍ଧି
  • ||
  • ଆହୁରି ଦୁଇ ଦିନ ପ୍ରଚଣ୍ଡ ତାତି, ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମପ୍ରବାହ: ଜୁନ୍‌ ୧୫ ଆଗରୁ ମୌସୁମୀ ବର୍ଷା ହେବନି
  • ||

ଓଡ଼ିଶାରେ ୭୫ରୁ ଅଧିକ ଆସନ ଜିତି ସରକାର କରିବୁ : ଅମିତ ଶାହ

ସମ୍ବଲପୁର, ୨୧।୦୫ : ସମ୍ବଲପୁରରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ପ୍ରଚାର। ଏକ ଜନସଭାରେ ସେ ସମ୍ବୋଧନ କରି କହିଛନ୍ତି ଯେ, ଦେଶରେ ବିଜେପି ଭଲ ସ୍ଥିତିରେ ରହିଛି। ୫ଟି ପର୍ଯ୍ୟାୟ ନିର୍ବାଚନ ପରେ ବିଜେପିକୁ ୩୧୦ ଆସନ ମିଳିଛି । ବାକି ୨ଟି ପର୍ଯ୍ୟାୟ ନିର୍ବାଚନ ପରେ ୪୦୦ ପାର୍ କରିବାକୁ ଲକ୍ଷ୍ୟ ରଖିଛି। ଓଡିଶାରେ ୭୫ରୁ ଅଧିକ ଆସନ ଜିତି ସରକାର କରିବୁ। 

ଶାହ ଆହୁରି ମଧ୍ୟ କହିଛନ୍ତି ଯେ, ଓଡ଼ିଶାରେ ପରିବର୍ତ୍ତନ ହେବାକୁ ଯାଉଛି। ଓଡିଶାର ଭାଷା ଏବଂ ସଂସ୍କୃତି ଆଧାରରେ ହେବ ସରକାର । ଦେଶର ସବୁଠୁ ଗରିବ ଲୋକ ଓଡ଼ିଶାରେ ଅଛନ୍ତି । ବିଜେପି ଆସିଲେ ଦକ୍ଷ ଓ ପରିଶ୍ରମୀ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ କରିବୁ। ଓଡ଼ିଶାରେ ଖଣିଜ ସମ୍ପଦର ଭରପୁର ବିନିଯୋଗ ହେବ। ଓଡିଶାର ୬୪୦୦ ଗାଁକୁ ରାସ୍ତା ନାହିଁ । ୮ ହଜାର ଗାଁରେ ସ୍କୁଲ ବନ୍ଦ ହୋଇଛି । ରଥଯାତ୍ରା ବନ୍ଦ କରିବାକୁ ଷଡଯନ୍ତ୍ର କରାଯାଇଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ଏହାକୁ କରାଇଦେଇନଥିଲେ। ଶେଷରେ ବହୁ ବାଧାବିଘ୍ନ ପରେ ରଥଯାତ୍ରା ହୋଇଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.