ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଖଣ୍ଡପଡ଼ା: ଶିକ୍ଷକଙ୍କ ମାଡ଼ରେ ଛାତ୍ରୀ ସଂଜ୍ଞାହୀନ ହେବା ଘଟଣା, ନିଲମ୍ବିତ ହେଲେ ସହକାରୀ ଶିକ୍ଷକ
  • ||
  • ସମ୍ବଲପୁର: କ୍ରିକେଟ ଖେଳିବା ବେଳେ ଅଘଟଣ, ଛାତିରେ ବଲ ବାଜି ଚାଲିଗଲା ଛାତ୍ରଙ୍କ ଜୀବନ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାହାଡା ଉଠା ମହାସ୍ନାନ, ଗର୍ଭଗୃହରେ ସୁଆର ବଡୁ ସେବକଙ୍କ ଗୋଡ ଖସି ଯାଇ ରକ୍ତ ପଡ଼ିବାରୁ ମହାସ୍ନାନ
  • ||
  • ଢେଙ୍କାନାଳ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଠକେଇ କରିଥିବା ଅଭିଯୁକ୍ତ ଗିରଫ, ଜମି ପାଇଁ ନେଇଥିଲେ ୨୫ ଲକ୍ଷ ଟଙ୍କା
  • ||
  • ପୂର୍ତ୍ତ ବିଭାଗ କାର୍ଯ୍ୟରେ AI ଆଧାରିତ ସଫ୍ଟୱେର୍‌ ବ୍ୟବହାର ହେବ, ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
  • ||
  • ଗଞ୍ଜାମ: ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ, ପୁଲିସ ଛାନ୍‌ଭିନ୍।
  • ||
  • ସୁନ୍ଦରଗଡ଼: ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର,ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ, ଏକକାଳୀନ ୧୦ଟି ସ୍ଥାନରେ ଚଢ଼ାଉ
  • ||
  • କାଉଡ଼ିଆ ଯାତ୍ରା ହେଲା ଶେଷଯାତ୍ରା ; ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ
  • ||
  • ବୁଧବାର ଶ୍ରୀବିଗ୍ରହଙ୍କ ହେବ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଚୀନର ରାଜଧାନୀ ବେଜିଂରେ ପ୍ରବଳ ବର୍ଷା, ଅତିକମ୍‌ର ୩୦ ମୃତ
  • ||
  • ବିଶ୍ୱ ବ୍ୟାଘ୍ର ଦିବସ, ବାଘ ବଂଶ ବିସ୍ତାର କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ପାଇଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ
  • ||
  • ଆଣ୍ଡାମାନ ନିକୋବର ଦ୍ବୀପରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୨ ରେକର୍ଡ,ମିଳିନି କ୍ଷୟକ୍ଷତି କୌଣସି ସୂଚନା
  • ||
  • କ୍ଷେତ ଖାଲି ହେଲେ ଧାନ ବିକିବାକୁ ପଞ୍ଜିକରଣ, ଲକ୍ଷେ ୮୧ ହଜାର ଚାଷୀଙ୍କୁ ନୋଟିସ୍, ସାଟେଲାଇଟ୍ ସର୍ଭେରେ ଧରାପଡିଲେ
  • ||
  • ଲୋକସଭା ପରେ ଆଜି ରାଜ୍ୟସଭାରେ ହେବ 'ଅପରେସନ୍ ସିନ୍ଦୂର' ବିତର୍କ, ଭାଗ ନେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭାରତର ପ୍ରଥମ ମହିଳା ଚେସ୍ ବିଶ୍ୱକପ୍ ଚମ୍ପିଆନ ଦିବ୍ୟା ଦେଶମୁଖ, ଟ୍ରାଇବ୍ରେକରରେ କୋନେରୁ ହମ୍ପିଙ୍କୁ ହରାଇଲେ
  • ||
  • ୟୁକ୍ରେନ ଯୁଦ୍ଧକୁ ନେଇ ଋଷ ରାଷ୍ଟ୍ରପତି ପୁଟିନଙ୍କ ଉପରେ ଟ୍ରମ୍ପଙ୍କ ଅସନ୍ତୋଷ, କହିଲେ ତୁରନ୍ତ ଯୁଦ୍ଧ ବନ୍ଦ କରିବାକୁ ହେବ
  • ||
  • ଏଏସ୍‌ଆଇକୁ କ’ଣ ଦଣ୍ଡ ମିଳିବ ? "ଏକ୍ସ’ରେ ଶ୍ରୀମନ୍ଦିର, ରତ୍ନଭଣ୍ଡାର ଫଟୋ ଅପଲୋଡ୍‌ ପରେ ଉଡ଼େଇ ଦେଲେ...
  • ||
  • ଆମେରିକାରେ ୫ ଜଣଙ୍କୁ ଗୁଳି କରି ହତ୍ୟା, ନ୍ୟୁୟର୍କର ମିଡଟାଉନ୍ ମାନହାଟନ୍‌ରେ ଫାୟାରିଂ
  • ||
  • ଭାରତର ବଡ଼ ବିଜୟ, ୟମେନରେ କେରଳ ନର୍ସ ନିମିଷା ପ୍ରିୟାଙ୍କ ମୃତ୍ୟଦଣ୍ଡ ପ୍ରତ୍ୟାହାର
  • ||
  • ମଙ୍ଗଳବାର କାଁ ଭାଁ ବର୍ଷା, ବୁଧବାରଠୁ ଶୁଖିଲା ପାଗ: ମୟୂରଭଞ୍ଜରେ ଅଧିକ ବର୍ଷା ଆଶଙ୍କା, ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଅମ୍ରିତ ଋତୁରାଜ; କହିଲେ ବିକଶିତ ଜିଲ୍ଲାରେ ପରିଣତ ହେବ ଖୋର୍ଦ୍ଧା

Published By : Anindita Ratha | July 29, 2025 8:26 AM

ଖୋର୍ଦ୍ଧା,୨୯/୦୭: ସୋମବାର ଖୋର୍ଦ୍ଧା ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବ ଗ୍ରହଣ କଲେ ଅମ୍ରିତ୍‌ ଋତୁରାଜ । ଭାରପ୍ରାପ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି । ଜିଲ୍ଲାପାଳ ଦାୟିତ୍ବ ଗ୍ରହଣ ପରେ ଅମ୍ରିତ୍‌ ଋତୁରାଜ କହିଛନ୍ତି, ଜନପ୍ରତିନିଧି ଓ ପ୍ରଶାସନିକ କଳ ସମନ୍ୱୟରେ ଖୋର୍ଦ୍ଧା ଏକ ବିକଶିତ ଜିଲ୍ଲାରେ ପରିଣତ ହେବ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା ଲୋକଙ୍କ ନିକଟରେ ପହଞ୍ଚାଇବା ଏବଂ ଅଭିଯୋଗ ଗୁଡ଼ିକର ତ୍ୱରିତ ସମାଧାନ ଉପରେ ପ୍ରାଥମିକତା ଦିଆଯିବ । 

ସେହିପରି ପାଇକ ସ୍ମାରକୀ କାର୍ଯ୍ୟ ମନ୍ଥର ହେବା ସମ୍ପର୍କରେ ସେ କହିଛନ୍ତି ଯେ, ବୀର ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିର ସୁରକ୍ଷା ପ୍ରଶାସନର ପ୍ରଥମ ଦାୟିତ୍ୱ । ସମସ୍ତଙ୍କ ସହଯୋଗ ଓ ସହଭାଗିତାରେ ଜିଲ୍ଲାର ପ୍ରଗତିର ଧାରା ଆଗେଇବ । ବେଗୁନିଆ, ବୋଲଗଡ଼, ଟାଙ୍ଗୀ ଓ ନାଚୁଣୀ ବିଜ୍ଞାପିତ ପରିଷଦ ମାନ୍ୟତା ସମ୍ପର୍କରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ସମାଧାନ କରିବା ଏବଂ ପୁଲିସ, ଅବକାରୀ ବିଭାଗର ମିଳିତ ଉଦ୍ୟମରେ ନିଶାମାଫିଆଙ୍କୁ ସାବାଡ଼ କରାଯିବ ବୋଲି ଜିଲ୍ଲାପାଳ ଋତୁରାଜ ପ୍ରକାଶ କରିଛନ୍ତି । ପ୍ରକାଶ ଥାଉକି,  ଅମ୍ରିତ୍‌ ଋତୁରାଜ  ଏହା ପୂର୍ବରୁ କନ୍ଧମାଳ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.