ପ୍ରମୁଖ ଖବର
  • ଡିସେମ୍ବର ୯ରେ ଡବ୍ଲ୍ୟୁପିଏଲ୍‌-୨ ଅକ୍ସନ୍: ନିଲାମ ତାଲିକାରେ ୧୬୫ ଖେଳାଳି, ଡଟିନ, ୱାଟ୍‌ ଓ ଆଟାପଟୁଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର: ସୋମବାରଠାରୁ ସଂସଦର ଶୀତ ଅଧିବେଶନ: ବିଜେଡି ଉଠାଇବ ବିଧାନ ପରିଷଦ, ପିଏମ୍‌ଏୱାଇ ପ୍ରସଙ୍ଗ
  • ||
  • ନିଶ୍ଚିନ୍ତକୋଇଲି: ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନକାଉଣ୍ଟର, ଅଭିଯୁକ୍ତ ନାଁରେ ରହିଛି ୫୩ଟି ମାମଲା
  • ||
  • ମଧ୍ୟପ୍ରଦେଶ ଟ୍ରେଣ୍ଡିଂରେ ବିଜେପିକୁ ବହୁମତ, ମୁଖ୍ୟମନ୍ତ୍ରୀ ଶିବରାଜଙ୍କୁ ଭେଟିବାକୁ ପହଞ୍ଚିଲେ ସିନ୍ଧିଆ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉତ୍ପାତିଆ ଦନ୍ତା ହାତୀ ହେବେ ସାବାଡ୍‌, ଖୁବ୍‌ଶୀଘ୍ର ହାତୀଙ୍କ ‘ପାଠଶାଳା’ରେ ହେବ କୁମ୍‌କୀ ପ୍ରଶିକ୍ଷଣ ଟ୍ରେନିଂ
  • ||
  • ଭୁବନେଶ୍ୱର: ବାତ୍ୟା ‘ମିଗଜାଉମ୍’ର ରୂପ ନେଲା ଗଭୀର ଅବପାତ, ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନ ଆଶଙ୍କା
  • ||
  • ଭୁବନେଶ୍ୱର: OAS ସ୍ତରରେ ଛୋଟ ଧରଣର ଅଦଳବଦଳ: ୧୧ ଓଏଏସ୍ ଅଧିକାରୀଙ୍କ ବଦଳି
  • ||
  • ଫୁଲବାଣୀ: ସାଙ୍ଗମାନଙ୍କ ସହ ଭଉଣୀକୁ ଗଣଦୁଷ୍କର୍ମ ମାମଲା: ହତ୍ୟା ଅଭିଯୋଗରେ ଭାଇ ସମେତ ୪ ଗିରଫ
  • ||
  • ଆଜି ପଞ୍ଚମ ଟି-ଟ୍ୱେଣ୍ଟି: ଚିନ୍ନାସ୍ୱାମୀରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା, ବଳକାଙ୍କୁ ମିଳିବ ସୁଯୋଗ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା: ବର୍ଷା ଧରି ଓଡ଼ିଶାରେ ପଶିବ, ଉଜାଡ଼ି ଦେବ ଅମଳ ମୁହାଁ ଫସଲ, ୧୩ ଜିଲ୍ଲାକୁ ବର୍ଷା ଆଲର୍ଟ
  • ||

ମହାରାଷ୍ଟ୍ର ଫାର୍ମା କମ୍ପାନୀରେ ଅଗ୍ନିକାଣ୍ଡ, ୮ ଜଣଙ୍କ ମୃତଦେହ ଉଦ୍ଧାର, ୩ ନିଖୋଜ...

ନୂଆଦିଲ୍ଲୀ: ମହାରାଷ୍ଟ୍ରର ରାୟଗଡରୁ ଏକ ବଡ ଖବର ଏବେ ସାମ୍ନାକୁ ଆସିଛି । ମହାଡ ଏମଆଇଡିସି (MIDC) ର ଔଷଧ ନିର୍ମାତା କମ୍ପାନୀରେ ଏକ ବଡ଼ ବିସ୍ଫୋରଣ ହେତୁ ଏପର୍ଯ୍ୟନ୍ତ ୮ ଜଣଙ୍କ ମୃତ୍ୟୁ ହୋଇଛି । ଜଣେ ଅଧିକାରୀ କହିଛନ୍ତି ଯେ ନିଖୋଜ ଥିବା ତିନି ଜଣଙ୍କୁ ଖୋଜା ଚାଲିଛି । 




ଏନଡିଆରଏଫର ଜଣେ ଅଧିକାରୀ କହିଛନ୍ତି ଯେ, ଶୁକ୍ରବାର ସକାଳ ୧୧ ଟାରେ ଏଠାରେ ଅଗ୍ନିକାଣ୍ଡ ଘଟିଥିଲା । ରାୟଗଡ ଜିଲ୍ଲାର MIDC ମହାଦ ସ୍ଥିତ ବ୍ଲୁ ଜେଟ ହେଲଥ କେୟାରରେ ଏହି ଅଗ୍ନିକାଣ୍ଡ ଘଟିଛି । ବର୍ତ୍ତମାନ ସୁଦ୍ଧା ଏହି ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ସାମ୍ନାକୁ ଆସିଛି । ଏହି ଲୋକଙ୍କ ମୃତଦେହ ଉଦ୍ଧାର କରାଯାଇଛି । NDRF ଦଳ ବର୍ତ୍ତମାନ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । 

Copyright © 2022 - Summa Real Media Private Limited. All Rights Reserved.