ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଟାଟାଏସିକୁ ପିଟିଲା ଇନୋଭା, ଜଣେ ବୃଦ୍ଧ ଗୁରୁତର

Published By : Swapna Ray | December 1, 2024 10:28 AM

କୋଣାର୍କ, ୧।୧୨: ଗୋପ ଥାନା ଅନ୍ତର୍ଗତ କୁସୁପୁର ବଜାରରେ ଇନୋଭା ଗାଡ଼ି ଧକ୍କାରେ ଜଣେ ବୃଦ୍ଧ ଗୁରୁତର ହୋଇ ଭୁବନେଶ୍ୱର ସ୍ଥାନାନ୍ତରିତ ହୋଇଛନ୍ତି । ସୂଚନା ଅନୁସାରେ, ଭୁବନେଶ୍ୱରରୁ କୋଣାର୍କ ଅଭିମୁଖେ ଆସୁଥିବା ଏକ ଇନୋଭା କାର ନମ୍ବର (OR02BM8559) ଗାଡ଼ି କୁସୁପୁର ବଜାର ନିକଟ ରାସ୍ତା କଡ଼ରେ ରହିଥିବା ଏକ ଟାଟା ଏସିକୁ ଧକ୍କା ଦେଇଥିଲା । ଇନୋଭା ଗାଡ଼ିଟି ଟାଟା ମେଜିକଟିକୁ ପ୍ରାୟ ୩୦ ଫୁଟ୍ ଘୋଷାଡ଼ି ନେଇ ବଜାରରେ ଥିବା ଏକ ଦୋକାନ ଉପରକୁ ଧକ୍କା ଦେଇଥିଲା । ଫଳରେ ରାସ୍ତା କଡ଼ରେ ଠିଆ ହୋଇଥିବା ଜଣେ ବୃଦ୍ଧଙ୍କ ଉପରେ ଇନୋଭାଟି ଚଢ଼ି ଯାଇଥିଲା । ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ ପ୍ରଥମେ ଗୋପ ମେଡିକାଲ ପରେ ଭୁବନେଶ୍ୱର ସ୍ଥାନସ୍ତାରିତ କରଯାଇଛି । ଗୁରୁତର ବୃଦ୍ଧ ଜଣଙ୍କ କୁସୁପୁର ବାଲିସାହିର ମହେଶ୍ୱର ଭୋଇ ବୋଲି ଜଣାପଡ଼ିଡଚି । ଘଟଣାସ୍ଥଳରେ ଗୋପ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.