ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ଚୌଦ୍ୱାର ଜେଲ୍‌ରେ ହତ୍ୟାକାଣ୍ଡରେ ଅଭିଯୁକ୍ତ ଥିବା ବିଚାରଧୀନ କଏଦୀଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

Published By : Swapna Ray | May 25, 2025 11:26 AM

ଚୌଦ୍ୱାର-ଗୁରୁଡ଼ି ଝାଟିଆ, ୨୫।୫: ଚୌଦ୍ୱାର ସର୍କଲ ଜେଲ୍‌ରେ ଏକ ହତ୍ୟାକାଣ୍ଡରେ ଅଭିଯୁକ୍ତ ଥିବା ବିଚରାଧୀନ ବନ୍ଦୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଆତ୍ମହତ୍ୟା କରିଥିବା ଅଭିଯୁକ୍ତ ଜଣକ ଟାଙ୍ଗୀ ଥାନା ଜରିପଡ଼ା ପଞ୍ଚାୟତ ସାମନ୍ତରାପୁର ଗ୍ରାମର ବିଷ୍ଣୁ ଚରଣ ସ୍ୱାଇଁ ବୋଲି ଜଣାପଡ଼ିଛି l 

ଗତ ଶନିବାର ଅପରାହ୍ନ ସମୟରେ ବିଷ୍ଣୁ ୱାର୍ଡ ମଧ୍ୟରେ ନଥିବା ୱାର୍ଡର ଜାଣିବାକୁ ପାଇଥିଲେ l ଏନେଇ ଜେଲ୍ ଅଧ୍ୟକ୍ଷଙ୍କୁ ଜଣାଇଥିଲେ । ପରେ କର୍ମଚାରୀମାନେ ଆଖପାଖରେ ଖୋଜା ଖୋଜି କରିଥିଲେ l ପରେ ଏକ ପୁରୁଣା ବିଲ୍ଡିଂ ଭିତରେ ଥିବା ଆମ୍ବ ଗଛରେ ଗାମୁଛାରେ ବିଷ୍ଣୁଙ୍କୁ ଝୁଲୁଥିବା ଅବସ୍ଥାରେ ଦେଖିବାକୁ ପାଇଥିଲେ । ଜେଲ୍ କର୍ତ୍ତୃପକ୍ଷ ବିଷ୍ଣୁଙ୍କ ମୃତଦେହକୁ ଉଦ୍ଧାର କରି କଟକ ବଡ଼ ମେଡିକାଲ ନେଇଥିଲେ l ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜେଲ୍‌ର ଭିବେନ୍ଦୁ ଭୂୟାଁ ସୂଚନା ଦେଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.