ପ୍ରମୂଖ ଖବର
  • ଦିଲ୍ଲୀ: ବଢିଲା ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ, 'ଶୀଶମହଲ'ର ତଦନ୍ତ ନେଇ CPWDକୁ CVCର ନିର୍ଦ୍ଦେଶ
  • ||
  • ୧୯ରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଳାକୁ ଓ୍ୱାର୍ଣ୍ଣିଂ ଜାରି
  • ||
  • ସାର୍ବଜନୀନ ହେବ ରତ୍ନଭଣ୍ଡାର ତଥ୍ୟ, ଅଳଙ୍କାର ଗଣତି ମଣତି ପରେ ସୂଚନା ଦେବେ ସରକାର
  • ||
  • E-KYC ଅପଡେଟ୍ କରିନାହାଁନ୍ତି ୩୩ ଲକ୍ଷରୁ ଉର୍ଦ୍ଧ୍ଵ ହିତାଧିକାରୀ, ମାର୍ଚ୍ଚ ୩୧ ଯାଏଁ ବଢିଲା ଅବଧି
  • ||
  • ଜୟନାରାୟଣଙ୍କ ବିସ୍ଫୋରକ ବୟାନ : 'ପାଣ୍ଡିଆନ୍‌ଙ୍କ ନଂ ୱାନ୍ ଚାମଚା ହେବାକୁ ଚାଲିଛି ପ୍ରତିଯୋଗୀତା'
  • ||
  • ଶିମିଳିପାଳରେ AI କ୍ୟାମେରା ଧରିଲା ଶିକାରୀ, ୬ ଶିକାରୀ ଗିରଫ
  • ||
  • ଝାରସୁଗୁଡ଼ା : ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଗାଁ ଲୋକଙ୍କ ଉତ୍ତେଜନା
  • ||
  • ହଟିଲା ନିଲମ୍ଵନ, ଦୀର୍ଘ ୯ ମାସ ପରେ ଘର ବାହୁଡ଼ିଲେ କଂଗ୍ରେସର ଟାଣୁଆ ନେତା ସୁର ରାଉତରାୟ
  • ||
  • ବଜେଟ୍ ଅଧିବେଶନ ଅଚଳାବସ୍ଥା, ରାଜ୍ୟପାଳଙ୍କୁ ଫେରାଦ ହେଲା ବିଜେଡ଼ି ସଦସ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ହୁଲସ୍ତୁଲୁ, ୧ ମିନିଟ୍ ବି ଚାଲିପାରିଲାନି ଗୃହ
  • ||
  • ଢେଙ୍କାନାଳ : ପାରିବାରିକ କଳହର କରୁଣ ପରିଣତି, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ଆଜିଠୁ କଳିଙ୍ଗରେ ହକି ପର୍ବ: ଭାରତୀୟ ମହିଳା ଦଳ ଇଂଲଣ୍ଡକୁ ଏବଂ ପୁରୁଷ ଦଳ ସ୍ପେନକୁ ଭେଟିବ
  • ||
  • ପ୍ରୟାଗରାଜରେ ଭୀଷଣ ଦୁର୍ଘଟଣା : ବସ୍ ସହ ଧକ୍କା ହେଲା ବୋଲେରୋ, ୧୦ ଶ୍ରଦ୍ଧାଳୁଙ୍କ ଚାଲିଗଲା ଜୀବନ
  • ||
  • ବାଙ୍ଗିରିପୋଷି : ଅଜଣା ଗାଡି ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଶନିବାରଠୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା; ଦେଶର ୭୮୪୨ଟି ପରୀକ୍ଷା କେନ୍ଦ୍ରରେ ଏକ୍ସଜାମ୍‌ ଦେବେ ୪୨ ଲକ୍ଷ ଛାତ୍ରଛାତ୍ରୀ
  • ||
  • ରାଜ୍ୟରେ ବଦଳିବ ପାଗ, ୧୯ ଓ ୨୦ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
  • ||

କେନ୍ଦ୍ରୀୟ ବିଦ୍ୟାଳୟରେ ପ୍ରାଚୀନ ଏବଂ ଅନ୍ତର୍ଜାତୀୟ ମୁଦ୍ରା ପ୍ରଦର୍ଶନୀ

Published By : Prameya | January 6, 2025 7:44 PM

ମାଲକାନଗିରି, ୬/୧(ଆପ୍ର ) : ମାଲକାନଗିରି କେନ୍ଦ୍ରୀୟ ବିଦ୍ୟାଳୟ  ସିଏମପି ପ୍ରକୋଷ୍ଠରେ ପ୍ରାଚୀନ ଏବଂ ଅନ୍ତର୍ଜାତୀୟ ମୁଦ୍ରା ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି l କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ଡ଼ କୈଳାଶ ମୀନାଙ୍କ ଅଧ୍ୟକ୍ଷତାରେ ଏହି ପ୍ରଦର୍ଶନୀ ଆୟୋଜିତ ହୋଇଛି l ଓଏସଏପି ମାଲକାନଗିରିରେ କାର୍ଯ୍ୟରତ ମିତେଶ ରଞ୍ଜନ ସାହୁ   ୨୯୫ ଟି ବିଭିନ୍ନ ଦେଶର ପ୍ରାଚୀନ ମୁଦ୍ରା,  ସ୍ପେସିମେନ କଏନ, ଜୟନ୍ତୀ ସ୍ମାରକୀ ମୁଦ୍ରା, ବ୍ୟାଙ୍କ ଟୋକନ ଆଦି ବ୍ୟକ୍ତିଗତ ସଂଗ୍ରହ ପ୍ରଦର୍ଶନ କରିଥିଲେ l ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ପାଇଁ ଏବଂ ଅଭିଭାବକଙ୍କ ପାଇଁ ଏହି ପ୍ରଦର୍ଶନୀ ଆୟୋଜିତ ହେଇଥିଲା l 

ଏହି ପ୍ରଦର୍ଶନୀ ଦ୍ୱାରା ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବିଭିନ୍ନ ଦେଶର ମୁଦ୍ରା ଏବଂ ବିନିଯୋଗ ବ୍ୟବସ୍ଥା ର  ଜ୍ଞାନ ର ଅଭିବୃଦ୍ଧି ହେଇଥିଲା l ଏହି ପ୍ରଦର୍ଶନୀରେ ସ୍ଥାନୀୟ ମାଲକାନଗିରି ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ମୁଖ୍ୟ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଡ଼ ରଞ୍ଜନ କୁମାର ସ୍ୱାଇଁ ମୁଖ୍ୟ ଅତିଥି ରୁପେ ଯୋଗ ଦେଇଥିଲେ l 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.