ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ନିର୍ବାଚନ ପ୍ରଚାର ବେଳେ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଉପରକୁ ପଥର ମାଡ଼ , ଜଗନ ମୋହନ ରେଡ୍ଡୀ ଆହତ

Published By : Prameya | April 13, 2024 10:58 PM

ବିଜୟୱାଡା : ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପଥର ମାଡ଼। ନିର୍ବାଚନ ପ୍ରଚାର କରିବାକୁ ଯାଉଥିବା ବେଳେ ତାଙ୍କ ଉପରକୁ ପଥର ଫିଙ୍ଗା ଯାଇଛି। ଏଥିରେ ସେ ଆହତ ହୋଇଥିବା ଖବର ଆସିଛି। ସୂଚନା ମୁତାବିକ , ସେ ବିଜୟୱାଡାରେ ନିର୍ବାଚନ ପ୍ରଚାର କରୁଥିଲେ। ଏହି ସମୟରେ କେହି ଜଣେ ଅଜ୍ଞାତ ବ୍ୟକ୍ତି ତାଙ୍କ ଉପରକୁ ପଥର ଫିଙ୍ଗି ଥିଲା। ପଥର ତାଙ୍କ ଠାରେ ବାଜି ତାଙ୍କର ଆଖି ପାଖରେ କ୍ଷତ ସୃଷ୍ଟି ହୋଇଛି। 

ୱାଇଏସଆର କଂଗ୍ରେସ ପାର୍ଟି ପ୍ରମୁଖ ଜଗନ ମୋହନ ରେଡ୍ଡୀ ଏକ ବସ୍‌ରେ ପ୍ରଚାର କରୁଥିଲେ। ପଥର ଆସି ମୁଖ୍ୟମନ୍ତ୍ରୀଙ୍କର ମୁହଁର ବାମ କଡ଼ରେ ଟିକିଏ ଉପରକୁ ବାଜିଥିଲା, ଯେଉଁଥିରେ ତାଙ୍କର ଆଖି ଅଳ୍ପକେ ରକ୍ଷା ପାଇ ଯାଇଛି। ରିପୋର୍ଟରେ କୁହାଯାଇଛି କି ତାଙ୍କର ଦୁଇଟି ଷ୍ଟିଚ୍‌ ହୋଇପାରେ। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.