ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

୩ୟ ଦିନରେ ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ

Published By : Gurupada Nath | April 25, 2025 4:10 PM

କଟକ,୨୫/୪ : କଟକରେ ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଲା। ସିଡିପିଓଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଆଜି ମଧ୍ୟ ରାସ୍ତାକୁ ଓହ୍ଲାଇଛନ୍ତି ଶହ ଶହ ଅଙ୍ଗନବାଡି କର୍ମୀ। କଟକ ସିଡିପିଓ ଦୁର୍ନୀତିରେ ଲିପ୍ତ ଅଛନ୍ତି। ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ମାଣ ମଧ୍ୟ ହୋଇସାରିଛି। କିନ୍ତୁ ତାହା କାର୍ଯ୍ୟକାରୀ ହେଉନାହିଁ ବୋଲି ଧାରଣାରତ କର୍ମୀ ମାନେ ଅଭିଯୋଗ କରିଛନ୍ତି। 

ଏହା ପୂର୍ବରୁ ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକୁ ବନ୍ଦ ରଖି ସିଏମସି କାର୍ଯ୍ୟାଳୟ ଆଗରେ କର୍ମୀ ମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କିନ୍ତୁ ତା’ର କୌଣସି ପ୍ରଭାବ ପଡ଼ିଲାନାହିଁ । ତେଣୁ ଆଜି ଜିଲ୍ଲାପାଳଙ୍କୁ ଫେରାଦ ହୋଇଛନ୍ତି ଆନ୍ଦୋଳନରତ ଅଙ୍ଗନବାଡି କର୍ମୀ ମାନେ। ସିଡିପିଓଙ୍କ ବିରୋଧରେ ଦୁର୍ନୀତିର ଅଭିଯୋଗ ଆସିଛି ଏବଂ ସେ ଅଙ୍ଗନବାଡି କର୍ମୀ ମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବାର ଏକାଧିକ ଅଭିଯୋଗ ରହିଛି। ତେଣୁ ତାଙ୍କର ବଦଳି ନ ହେବା ଯାଏଁ କୌଣସି କର୍ମୀ କାର୍ଯ୍ୟରେ ଯୋଗଦେବେନାହିଁ ବୋଲି ଆଜି ସଙ୍ଘ ପକ୍ଷରୁ ଚେତାବନୀ ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.