ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ଅନୁଗୁଳ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ: ବିପୁଳ ପରିମାଣ ବିଦେଶୀ ମଦ ଜବତ, ୬ ଗିରଫ

ଅନୁଗୁଳ ୧୯/୦୪: ଅନୁଗୁଳ ପୁଲିସ ଦ୍ୱାରା ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ ବେଳେ ୪ ଲକ୍ଷ ଟଙ୍କା ଜବତ ହୋଇଥିବା ଏନେଇ କିଶୋରନଗର ଥାନା ପୁଲିସ ସୂଚନା ମିଳିଛି। 

ସୂଚନା ମୁତାବକ,ଅନଗୁଳ କିଶୋରନଗର ଥାନା ଅନ୍ତର୍ଗତ କୁମୁରସିଙ୍ଗା,ହଣ୍ଡପା ଥାନା,ଠାକୁରଗଡ଼ ଥାନା,ଆଠମଲ୍ଲିକ ଥାନାର ଆଦି ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ୪୦୦ ଲିଟର ବିଦେଶୀ ମଦ ଓ ୬ ଜଣ ବେପାରିଙ୍କୁ ଗିରଫ କରାଯାଇଛି। ଏଥିସହିତ ଦେଶୀ ମଦ ଭର୍ତ୍ତି ଦୁଇଟି ଫ୍ରିଜ ଜବତ କରାଯାଇଛି। ଏହି ମାମଲାରେ ସଂପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲଣ କରାଯାଇଛି। ଏନେଇ ଅନୁଗୁଳ ଅତିରିକ୍ତ ଏସ୍ପି ସତ୍ୟଜିତ ମିଶ୍ର ସୂଚନା ଦେଇଛନ୍ତି। 


  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.