PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଅଙ୍କିତା ଭଣ୍ଡାରୀ ହତ୍ୟା ମାମଲା, ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି

ଡେରାଡୁନ୍‌,୨୮।୯: ଅଙ୍କିତା ଭଣ୍ଡାରୀ ହତ୍ୟାକାଣ୍ଡକୁ ନେଇ ଉତ୍ତରାଖଣ୍ଡର ସବୁ ସହରରେ ପ୍ରବଳ ଉତ୍ତେଜନା ଜାରି ରହିଛି। ସେଭଳି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଅଙ୍କିତା ଭଣ୍ଡାରୀଙ୍କ ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାର ଘୋଷଣା କରିଛନ୍ତି। ଏହା ସହିତ କହିଛନ୍ତି, ଉତ୍ତରାଖଣ୍ଡ ସରକାର ଅଙ୍କିତାଙ୍କ ପରିବାର ଲୋକଙ୍କୁ ସବୁ ପ୍ରକାର ସହାୟତା ପ୍ରଦାନ କରିବେ। ମାମଲାର ଏସଆଇଟି ଯାଞ୍ଚ ହେବ।

ମୁଖ୍ୟମନ୍ତ୍ରୀ ଧାମି କହିଛନ୍ତି, ଆମେ କୋର୍ଟଙ୍କୁ ଅନୁରୋଧ କରିଛୁ ଯେ, ମାମଲାରେ ଖୁବ୍ ଶୀଘ୍ର ଶୁଣାଣି ପାଇଁ ଫାଷ୍ଟ ଟ୍ରାକ୍‌ କୋର୍ଟ ତିଆରି କରାଯାଉ। ଉତ୍ତରାଖଣ୍ଡରେ ଏଭଳି ଘଟଣା ସହିବା ଯୋଗ୍ୟ ନୁହେଁ, ଦୋଷୀଙ୍କୁ କଠୋରରୁ କଠୋର ସଜା ପାଇଁ ଆମେ କୋର୍ଟଙ୍କୁ ଅନୁରୋଧ କରିଛୁ। ଏସଆଇଟି ସବୁ ଦିଗକୁ ଦୃଷ୍ଟିରେ ରଖିଛିନ୍ତି, ଟିମ୍ ଧିରେ ଧିରେ ସାକ୍ଷୀ ଜୁଟାଇବାର ଆରମ୍ଭ କରିଦେଇଛନ୍ତି। ସମସ୍ତ ସାକ୍ଷୀ ଓ ପ୍ରମାଣ କୋର୍ଟରେ ରଖାଯିବ, କିପରି କେସ୍‌କୁ ମଜବୁତ କରିହେବ।

ସମ୍ବନ୍ଧିତ ଖବର