PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଲଲାଟ ମୋହନ ପଟ୍ଟନାୟକଙ୍କୁ ୨୦୨୧ଧର୍ମପଦ ପୁରସ୍କାର, ଅନ୍ୟ ୫ବରିଷ୍ଠ ଚିତ୍ରଶିଳ୍ପୀ ମଧ୍ୟ ହେବେ ସମ୍ବର୍ଦ୍ଧିତ

ଭୁବନେଶ୍ବର,୨୭/୫ : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୨୧ ମସିହା ପାଇଁ ଧର୍ମପଦ ପୁରସ୍କାର ଘୋଷଣା କରାଯାଇଛି । ଧର୍ମପଦ ପୁରସ୍କାର ପାଇଁ ଲଲାଟ ମୋହନ ପଟ୍ଟନାୟକଙ୍କୁ ଚୟନ କରାଯାଇଛି । ଚିତ୍ରକଳା, ସ୍ଥାପତ୍ୟ କଳା ପାଇଁ ପାଇବେ ପୁରସ୍କାର । ଏହାସହ ଅନ୍ୟ ୫ ବରିଷ୍ଠ ଚିତ୍ରଶିଳ୍ପୀ ମଧ୍ୟ ସମ୍ବର୍ଦ୍ଧିତ ହେବେ । ୫ଚିତ୍ରଶିଳ୍ପୀ ହେଲେ ଜ୍ୟୋତିର୍ମୟୀ ମହାନ୍ତି, ବଳଦେବ ମହାରଥୀ, ପଞ୍ଚାନନ ସୁର, ଦୁର୍ଗାଚରଣ ପଣ୍ଡା, ଦେବେନ୍ଦ୍ର ମିଶ୍ର ।

ଓଡ଼ିଶା ସରକାରଙ୍କ ପକ୍ଷରୁ ଚିତ୍ରକଳା ଓ ସ୍ଥାପତ୍ୟ କ୍ଷେତ୍ରରେ ପ୍ରଦାନ କରାଯାଉଥିବା ଏହା ସର୍ବୋଚ୍ଚ ସମ୍ମାନ । ଏହି ପୁରସ୍କାର ଓ ସମ୍ୱର୍ଦ୍ଧନା  ୧୯୮୭ ମସିହାରୁ ପ୍ରଦାନ କରାଯାଇ ଆସୁଛି । ତେବେ ଧର୍ମପଦ ପୁରସ୍କାର ପାଇଁ ୫ ଲକ୍ଷ ଟଙ୍କା ଓ ଶିଳ୍ପୀ ସମ୍ୱର୍ଦ୍ଧନା ପାଇଁ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ ।