PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ରାୟଗଡ଼ାରେ ଝାଡ଼ାବାନ୍ତିରେ ଚାଲିଗଲା ଆଉ ଗୋଟିଏ ଜୀବନ, ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ରାୟଗଡ଼ା, ୧୨/୮ : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି ହଇଜା ସ୍ଥିତି । ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ଜଣକ ପରେ ଜଣଙ୍କର ମୃତ୍ୟୁ ହେବାରେ ଲାଗିଛି । ଶୁକ୍ରବାର ଝାଡ଼ାବାନ୍ତିରେ ଚାଲିଯାଇଛି ଆଉ ଗୋଟିଏ ଜୀବନ। ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି ।

ମୃତକ ହେଲେ କାଶୀପୁର ବ୍ଲକ କୁପାଖାଲ ଗ୍ରାମର ବୀଣା ମାଝୀ (୪୫)। ଗତ ଦୁଇ ଦିନ ଧରି ସେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ । ଆଜି ଉଷାପଡା ମେଡିକାଲରେ ତାଙ୍କର ମୃତ୍ୟୁ ଘଟିଛି ।