ପ୍ରମୂଖ ଖବର
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରର ନୀତି ନିର୍ଘଣ୍ଟ ନିର୍ଣ୍ଣୟ, ଶୀତତାପ ନିୟନ୍ତ୍ରିତ ହେବ ନାଟମଣ୍ଡପ

Published By : Suraj Kumar | October 8, 2024 8:59 PM

ପୁରୀ, ୮।୧୦ :  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ  ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି।  ଏଥିରେ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟକୁ ଅନୁମୋଦନ କରାଯାଇଛି । ଆସନ୍ତା ୧୪ ରୁ ନଭେମ୍ବର ୧୫ ପର୍ଯ୍ୟନ୍ତ କାର୍ତ୍ତିକ ମାସ ପାଇଁ ନୀତିନିର୍ଘଣ୍ଟ ଅନୁମୋଦନ କରାଯାଇଛି । ଦ୍ୱାରଫିଟା ପ୍ରାତଃ ୪ଟାରୁ ହେବ। 

ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ନେଇ ଆଲୋଚନା ହୋଇଛି । ଶୀତତାପ ନିୟନ୍ତ୍ରିତ ହେବ ନାଟମଣ୍ଡପ। ପୁରୁଷ, ମହିଳା ଓ ଶିଶୁ ଏବଂ ବୃଦ୍ଧବୃଦ୍ଧାଙ୍କ ପାଇଁ ମଧ୍ୟ ଅଲଗା ଅଲଗା ଲାଇନ୍ ବ୍ୟବସ୍ଥା ହେବ। ସାତପାହାଚ ଦେଇ ପ୍ରବେଶ ଓ ଘଣ୍ଟିଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି। କାଠ ବ୍ୟାରିକେଡ୍ ହେବ। ୬ଟି ଲାଇନରେ ପ୍ରବେଶ କରିବେ ଶ୍ରଦ୍ଧାଳୁ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.