ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ପୁରୀ ପୌର ସଂସ୍ଥାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି, ଶରଧା ବାଲିର ପବିତ୍ରତା ଏବଂ ସାଂସ୍କୃତିକ ଗୁରୁତ୍ଵ ବଜାୟ ରଖିବାକୁ ପରାମର୍ଶ

Published By : Rasmita Pradhan | June 23, 2025 10:47 AM

ପୁରୀ, ୨୩/୦୬ : ୩ ଦିନ ପରେ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ସଜେଇ ହେଲାଣି ପୁରୀ। ଦାଣ୍ଡକୁ ଆସିବେ କାଳିଆ ସାଆନ୍ତ। ଭକ୍ତଙ୍କ ଗହଣରେ କରିବେ ମାନବୀୟ ଲୀଳା। ରତ୍ନବେଦୀରୁ ଯିବେ ଜନ୍ମବେଦୀ। ମହାପ୍ରଭୁଙ୍କ ରଥଯାତ୍ରା ସହ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ପବିତ୍ର ଶରଧା ବାଲିର ଅନେକ ଗୁରୁତ୍ଵ ରହିଛି। ତେଣୁ ଶରଧା ବାଲିର ପବିତ୍ରତା ଏବଂ ସାଂସ୍କୃତିକ ଗୁରୁତ୍ଵ ବଜାୟ ରଖିବାକୁ ପୁରୀ ପୌର ସଂସ୍ଥାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଅନୁରୋଧ କରିଛନ୍ତି। ଏହି ସମ୍ଵେଦନଶୀଳ ପ୍ରସଙ୍ଗରେ ସ୍ଵତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟ ପ୍ରଶାସକ ପତ୍ର ଲେଖି ପରାମର୍ଶ ଦେଇଛନ୍ତି। 

ମୁଖ୍ୟ ପ୍ରଶାସକ ତାଙ୍କ ପତ୍ରରେ ଲେଖିଛନ୍ତି ଯେ, ମହାପ୍ରଭୁଙ୍କ ରଥଯାତ୍ରା ସହ ସମ୍ପୃକ୍ତ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ପବିତ୍ର ଶରଧା ବାଲିର ଅନେକ ଗୁରୁତ୍ଵ ରହିଛି। ଶରଧା ବାଲିର ସାଂସ୍କୃତିକ ତଥା ଆଧ୍ୟାତ୍ମିକ ଗୁରୁତ୍ଵ ଦୃଷ୍ଟିରୁ ଏହାକୁ ଅନ୍ୟ କାର୍ଯ୍ୟ ପାଇଁ ବ୍ୟବହାର କରାନଯାଉ। ବରଂ ଏହାର ସୁରକ୍ଷା ତଥା ଉନ୍ନତିକରଣ ସକାଶେ ପଦକ୍ଷେପ ନିଆଗଲେ ଶ୍ରୀଜଗନ୍ନାଥ ମନ୍ଦିର ପରମ୍ପରା ତଥା ଐତିହ ରୁଦ୍ଧିମନ୍ତ ହେବ। ଶ୍ରଦ୍ଧାଳୁ ତଥା ଭକ୍ତ ସମୂହଙ୍କ ବୃହତ୍ ସ୍ୱାର୍ଥ ଦୃଷ୍ଟିରୁ ଶରଧା ବାଲିକୁ କେବଳ ଶ୍ରୀଜଗନ୍ନାଥ ସଂସ୍କୃତି ସମ୍ପର୍କିତ କାର୍ଯ୍ୟ ସକାଶେ ସଂରକ୍ଷିତ ରଖିବାକୁ ମୁଖ୍ୟ ପ୍ରଶାସକ ପରମର୍ଶ ଦେଇଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.