ପ୍ରମୂଖ ଖବର
  • ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ, ହରେକୃଷ୍ଣ ସାହୁଙ୍କ ଠାରୁ ୭ ହଜାର ଟଙ୍କା ଜବତ କଲା ଭିଜିଲାନ୍ସ
  • ||
  • ବୌଦ୍ଧ : ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ
  • ||
  • ଉଦଳା : ମରିଗଲା ମାନବିକତା, ପୋଲ ତଳେ ନବଜାତକକୁ ଛାଡି ଚାଲିଗଲା ମା
  • ||
  • ଗୁଣପୁର : ପିକ୍‌ଅପ୍ ଭ୍ୟାନ୍ ସହ ୨୫ ଟି ଶାଳ କାଠ ଜବତ, ୨ ଗିରଫ
  • ||
  • ୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା
  • ||
  • ରାଜଧାନୀରେ ପୋଲିସକୁ ଛୁରାମାଡ଼, କନେଷ୍ଟବଳ ଆହତ
  • ||
  • ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
  • ||
  • ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ
  • ||
  • ପାଟଣା : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ
  • ||
  • ଚୌଦ୍ବାର : ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଉଦଳା : ସିସିଟିଭିରେ ଗାମୁଛା ଗୁଡ଼ାଇ ଚୋରି, ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଲୁଟ୍
  • ||
  • ବଣାଇ : ରେଡ଼ିଓକୁଲାର ଲଗାଇବା ପରେ ଦନ୍ତାର ଉତ୍ପାତ, ଘରେ ପଶି ବ୍ୟକ୍ତିଙ୍କୁ କଚାଡ଼ି ମାରିଲା ହାତୀ
  • ||
  • ସୁନ୍ଦରଗଡ : ଘରେ ପଶି ଦୁଇ ଗାଡି ଜାଳିଦେଲେ ଦୁର୍ବୃତ୍ତ; ଜଣେ ଅଟକ
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଦକ୍ଷିଣ ଆଫ୍ରିକା - ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟକ୍କର, ସ୍ୱତନ୍ତ୍ର ଜର୍ସି ପିନ୍ଧି ଖେଳିବ ଦ.ଆଫ୍ରିକା
  • ||
  • ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ: ଯାତାୟାତ ଠପ୍‌, ଯାତ୍ରୀ ହନ୍ତସନ୍ତ
  • ||
  • ଦଶହରାରେ ବର୍ଷା ନାହିଁ, ରହିବ ଗୁଳୁଗୁଳି ପାଗ: ଓଡ଼ିଶା ଉପରେ ପଡିବନି ଲଘୁଚାପ ପ୍ରଭାବ
  • ||
  • ସମ୍ବଲପୁର ମଣ୍ଡଳ ଜେଲ୍‌ରେ ରେଡ୍‌, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ
  • ||

କେଜ୍ରିୱାଲଙ୍କ ବଡ଼ ଘୋଷଣା, ଦୁଇ ଦିନରେ ଛାଡିବେ ମୁଖ୍ୟମନ୍ତ୍ରୀ ପଦ

ନୂଆଦିଲ୍ଲୀ,୧୫/୦୯:  ଦିଲ୍ଲୀ ମୁଖ୍ୟମନ୍ତ୍ରୀ  ଅରବିନ୍ଦ କେଜ୍ରିୱାଲଙ୍କ ବଡ଼ ଘୋଷଣା। ୨ ଦିନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା କରିଛନ୍ତି କେଜ୍ରିୱାଲ।ଏହା ସହ ସେ ଅଗ୍ନି ପରୀକ୍ଷା ପାଇଁ ପ୍ରସ୍ତୁତ ଥିବା ମଧ୍ୟ କହିଛନ୍ତି ।  ଆସନ୍ତା ୨ ଦିନ ମଧ୍ୟରେ ପଦରୁ ଇସ୍ତଫା ଦେବା ନେଇ ସେ ଘୋଷଣା କରିଛନ୍ତି। 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ଓ ସିସୋଦିଆ ଜନତାଙ୍କ ପାଖକୁ ଯିବୁ, ସେମାନେ ନିଷ୍ପତ୍ତି ନେବେ। ଜନତା ନିଜ ନିଷ୍ପତ୍ତି ନ ଜଣାଇବା ଯାଏଁ ସିଏମ୍ ପଦରେ ରହିବିନି । ମନୀଷ ସିସୋଦିଆ ମଧ୍ୟ ମୁଖ୍ୟମନ୍ତ୍ରୀ ହେବେନି । ନିର୍ବାଚନ ପର୍ଯ୍ୟନ୍ତ ଆପ୍‌ର ଅନ୍ୟ କୌଣସି ନେତା ମୁଖ୍ୟମନ୍ତ୍ରୀ ରହିବେ ବୋଲି କେଜ୍ରିୱାଲ କହିଛନ୍ତି । ତେବେ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ୬ ମାସ ହେବ ଜେଲରେ ଥିଲେ ଅରବିନ୍ଦ କେଜ୍ରିୱାଲ। ଦିନକ ପୂର୍ବରୁ  ତାଙ୍କୁ ସୁପ୍ରିମକୋର୍ଟରୁ ବେଲ୍ ମିଳିଥିଲା। ବେଲରେ ଆସିବା ପରେ ଆଜି କେଜ୍ରିୱାଲ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସମୟରେ ଇସ୍ତଫା ଦେବା ନେଇ ଘୋଷଣା କରିଛନ୍ତି। ତେବେ ଗିରଫଦାରୀର ୬ ମାସ ମଧ୍ୟରେ ଇସ୍ତଫା ନେଇ ସେ କୌଣସି ପ୍ରକାର ପ୍ରତିକ୍ରିୟା ରଖିନଥିଲେ। ଏପରିକି ସେ ଜେଲରେ ଥିବା ସମୟରେ ମଧ୍ୟ ବିରୋଧୀଙ୍କ ପକ୍ଷରୁ ଏକାଧିକ ବାର ଇସ୍ତଫା ନେଇ ଦାବି ଉଠିଥିଲା। କିନ୍ତୁ ସେ ଇସ୍ତଫା ଦେଇନଥିଲେ, ଜେଲରୁ ଥାଇ ମୁଖ୍ୟମନ୍ତ୍ରୀ ପଦର ପରିଚାଳନା କରିଥିଲେ। ହେଲେ ବେଲରେ ଆସିବା ପରେ ହଠାତ୍ ଇସ୍ତଫା ଘୋଷଣା କରିବା ପରେ ସାଧାରଣରେ ଚର୍ଚ୍ଚା ଜୋର ଧରିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.