ପ୍ରମୁଖ ଖବର
  • ଚଣ୍ଡିଗଡ଼ ମେୟର ନିର୍ବାଚନ: ଆପ୍‌ ପ୍ରାର୍ଥୀ ବିଜୟୀ , ଫଳାଫଳ ଘୋଷଣା କଲେ ସୁପ୍ରିମକୋର୍ଟ
  • ||
  • ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ: ଇଣ୍ଡିଆନ୍ ସ୍କ୍ବାର୍ଡକୁ ଫେରିବେ କେ.ଏଲ୍‌ ରାହୁଲ
  • ||
  • କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ ଘଟଣା, ନଗର କଂଗ୍ରେସ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ମଙ୍ଗଳବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଲୋକାର୍ପଣ ହେବ ସ୍କିଲ୍‌ ଇଣ୍ଡିଆ ସେଣ୍ଟର
  • ||
  • ମାଟ୍ରିକ୍ ପରୀକ୍ଷା ପୂର୍ବରୁ ଝୁଲିପଡିଲେ ଛାତ୍ର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୪-୨୫ ପର୍ବପର୍ବାଣୀ ତାଲିକା ପ୍ରକାଶ: ଜୁନ୍‌ ୨୨ରେ ସ୍ନାନ ଯାତ୍ରା, ଜୁଲାଇ ୭ରେ ଶ୍ରୀଗୁଣ୍ଡିଚା
  • ||
  • ରାଜ୍ୟର ୯୬ ଲକ୍ଷ ପରିବାରକୁ ମିଳିବ ହଜାରେ ଲେଖାଏଁ, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ବୁର୍ଜା ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ, ୨ ଆହତ
  • ||
  • ମଙ୍ଗଳବାର ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଗଙ୍ଗାଧର ସେଚ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ମାଘରେ ବଢ଼ୁଛି ତାତି: ଟିଟଲାଗଡ଼ ପାଲଟିଲାଣି ତତଲା ସହର, ୩୬ ଡିଗ୍ରୀ ପାର୍ ତାପମାତ୍ରା, ୨୪ରୁ ଘଡଘଡି ସହ ବର୍ଷା ସମ୍ଭାବନା
  • ||
  • ମଙ୍ଗଳବାରଠୁ ମାଟ୍ରିକ ପରୀକ୍ଷା: ୫ଲକ୍ଷ ୫୧ ହଜାର ୬୨୧ଛାତ୍ରଛାତ୍ରୀ ଦେବେ ପରୀକ୍ଷା, କପି ଜଗିବ AI କ୍ୟାମେରା
  • ||

ମହାରାଷ୍ଟ୍ରରେ କଂଗ୍ରେସକୁ ବଡ଼ ଝଟକା, ଇସ୍ତଫା ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ

ମୁମ୍ବାଇ,୧୨।୨: ମହାରାଷ୍ଟ୍ରରେ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା। କଂଗ୍ରେସରୁ ଇସ୍ତଫା ଦେଲେ  ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ  କଂଗ୍ରେସରୁ ଇସ୍ତଫା ଦେଇପାରନ୍ତି। ସେ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଚଭନ ବିଜେପିରେ ଯୋଗ ଦେଇପାରନ୍ତି ବୋଲି ଆଲୋଚନା ହେଉଛି। ତେବେ ଏହାକୁ ନେଇ ସେ ଔପଚାରିକ ଭାବରେ କିଛି ଘୋଷଣା କରିନାହାନ୍ତି। ଗତ କିଛି ଦିନ ପୂର୍ବରୁ ମହାରାଷ୍ଟ୍ର ସରକାରରେ ପୂର୍ବତନ ମନ୍ତ୍ରୀ ବାବା ସିଦ୍ଧକି, ମିଲିନ୍ଦ ଦେବଡା ମଧ୍ୟ କଂଗ୍ରେସକୁ କରିଥିଲେ ଅଲବିଦା।

ରିପୋର୍ଟ ଅନୁସାରେ, ସେ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ଭେକରଙ୍କୁ ସାକ୍ଷାତ କରିଥିଲେ। କୁହାଯାଉଛି ଯେ, ସେ ବିଧାୟକ ପଦରୁ ଇସ୍ତଫା ଦେବା ପାଇଁ ନାର୍ଭେକରଙ୍କୁ ଭେଟିବାକୁ ପହଁଞ୍ଚିଥିଲେ। ଖବର ରହିଛି ଯେ, ବରିଷ୍ଠ ନେତା ଅଶୋକ ଚୌହାନ କିଛି ସମୟ ହେବ କଂଗ୍ରେସ ଉପରେ ଅସନ୍ତୁଷ୍ଟ ଥିଲେ। ସବୁଠାରୁ ବଡ କଥା ହେଲା ଯେ, ମହାରାଷ୍ଟ୍ରରେ ୨୦୨୪ ରେ ବିଧାନସଭା ନିର୍ବାଚନ ମଧ୍ୟ ହେବାର ଅଛି।

ଅଶୋକ ଚାଭାନଙ୍କ ସହ ଆଉ ତିନି ଜଣ କଂଗ୍ରେସ ନେତା ବିଜେପିରେ ଯୋଗଦେବେ। କଂଗ୍ରେସ କର୍ପୋରେଟରମାନେ ମଧ୍ୟ ଅଛନ୍ତି ଯେଉଁମାନେ ବିଜେପିରେ ଯୋଗଦେବେ। ବର୍ତ୍ତମାନ ଅଶୋକ ଚୌହାନଙ୍କ ସହ ୨ରୁ ୪ ଜଣ କଂଗ୍ରେସ ବିଧାୟକ ଅଛନ୍ତି। ଏହି ବିଧାୟକମାନେ ମଧ୍ୟ ବିଜେପିରେ ଯୋଗଦେବାର ସମ୍ଭାବନା ରହିଛି। ବିଜେପି ତାଙ୍କୁ ମହାରାଷ୍ଟ୍ରୟରୁ ରାଜ୍ୟସଭା ପଠାଇପାରେ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.