ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ବରଗଡ଼ରେ ଦେବେଶଙ୍କ ଗଡ଼ ଭାଙ୍ଗିଲେ ଅଶ୍ବିନୀ

Published By : Prameya | June 4, 2024 4:53 PM

ଭୁବନେଶ୍ବର, ୪/୬ : ବରଗଡ଼ରେ ବିଜେପିର ବାଜିମାତ୍ । ବିଜେପି ବିଧାୟକ ପ୍ରାର୍ଥୀ ଅଶ୍ବିନୀ  କୁମାର ଷଡ଼ଙ୍ଗୀ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀଙ୍କଠାରୁ ୪୭୭୨ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି । ଅଶ୍ବିନୀଙ୍କୁ ମୋଟ୍ ୭୭୭୬୬ହଜାର ଭୋଟ ମିଳିଥିବାବେଳେ ଦେବେଶଙ୍କୁ ମିଳିଛି ୭୨୯୯୪ଖଣ୍ଡ ଭୋଟ୍ । ସେହିଭଳି କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାସଙ୍କୁ ମିଳିଛି ୧୦୨୭୨ଖଣ୍ଡ ଭୋଟ୍ ।

ସୂଚନା ଅନୁଯାୟୀ, ଦେବେଶ ଆଚାର୍ଯ୍ୟଙ୍କ ଗଡ଼ ଭାବେ ଏହା ବେଶ ପରିଚିତ ଥିଲା । କାରଣ ୨୦୧୪ ଏବଂ ୨୦୧୯ରେ ଦେବେଶ ସେଠାରୁ ବିଜୟ ଲାଭ କରିଥିଲେ । କିନ୍ତୁ ତାଙ୍କର ମ୍ୟାଜିକ୍ ୨୦୨୪ରେ କାମ କରିନି । ଏଠାରେ ବିଜେପି ତା’ର ବିଜୟ ବାନା ଉଡ଼ାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.