ପ୍ରମୂଖ ଖବର
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

୧୮ରୁ ବିଧାନସଭା ମୌସୁମୀ ଅଧିବେଶନ; ନାରୀ ନିର୍ଯାତନା ପ୍ରସଙ୍ଗରେ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ

Published By : Manoj | August 21, 2025 1:17 PM

ଭୁବନେଶ୍ୱର ୨୧/୦୮: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ପାଇଁ ଘୋଷଣା ହେଲା ତାରିଖ। ଆସନ୍ତା ସେପ୍ଟେମ୍ବର ୧୮ ବସିବ ମୌସୁମୀ ଅଧିବେଶନ। ୨୫ ତାରଖ ଯାଏ ଚାଲିବ ଗୃହ। ଏଥର ମାତ୍ର ୭ଟି କାର୍ଯ୍ୟ ଦିବସ ରହିବ। ଏନେଇ ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଚଳିତ ମୌସୁମୀ ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ ରହିଛନ୍ତି। ନାରୀ ନିର୍ଯାତନାକୁ ଓ ଆଇନ ଶୃଙ୍ଖଳାକୁ ମୁଖ୍ୟ ପ୍ରସଙ୍ଗ କରିବେ ବିରୋଧୀ ବିଜେଡି ଓ କଂଗ୍ରେସ । ଏଫ୍‌ଏମ୍‌ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ବଳଙ୍ଗା ଛାତ୍ରୀ ପୋଡ଼ି ଘଟଣା, ଗୋପାଳପୁର ଗଣଦୁଷ୍କର୍ମ ମାମଲା, ମହାନଦୀ ଜଳ ବିବାଦ ପ୍ରସଙ୍ଗ, ବନ୍ୟା କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ରାଶି, ଛାତ୍ର ସଂସଦ ନିର୍ବାଚନ ପ୍ରସଙ୍ଗ, ପୋଲାଭରମ, ଓଟିଇଟି ପ୍ରଶ୍ନପତ୍ର କେଳେଙ୍କାରୀ ଆଦି ଅନେକ ପ୍ରସଙ୍ଗ ରହିଛି । ଯାହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଗୃହରେ ମୁହାଁମୁହିଁ ହୋଇପାରନ୍ତି । ଅନ୍ୟପଟେ ରାଜ୍ୟ ସରାକର ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଆଣିବାକୁ ଯୋଜନା କରୁଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.