PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ୍, ୩୦ ଯାତ୍ରୀ ଆହତ

ଆଠମଲ୍ଲିକ, ୦୬/୦୨ : ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ୍। ଅନୁଗୁଳ ଜିଲ୍ଲାର ହଣ୍ଡପା ଥାନା ଅନ୍ତର୍ଗତ ମଣ୍ଡାମ ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କର ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ହଣ୍ଡପା ମେଡିକାଲରେ ଭର୍ତ୍ତି କରାଯାଇଛି।

ଆହତଙ୍କ କହିବା ମୁତାବକ ସେମାନେ ଦେବଗଡ଼ ଜିଲ୍ଲାର ହଣ୍ଡପା ଥାନା ଉଡଲ ଗାଁକୁ ପିକଅପ ଭ୍ୟାନ୍‌ରେ ଲୋଡ ହୋଇ ଭୋଜି ଖାଇବାକୁ ଯାଉଥିଲେ। ବ୍ରିଜ ଉଭୟ ପାର୍ଶ୍ଵରେ ଗାଡୱାଲ ନଥିବାରୁ ଭ୍ୟାନ ଭରସାମ୍ୟ ହରାଇ ତଳକୁ ଖସି ପଡିଥିଲା । ଆଗକୁ ଗାଡୱାଲ ନରହିଲେ ଅନେକ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି । ୧୦୮ ଅମ୍ବୁଲାନ୍ସ ପହଁଚିବାରେ ବିଳମ୍ବ ହେବାରୁ ଏକ ପରିବା ବୋଝଇ ଗାଡ଼ିରେ ଆହତଙ୍କୁ ଆଣି ବଇଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି।