ଭୁବନେଶ୍ବର, ୩।୧୧ : ଭରତପୁର ଥାନା ଅନ୍ତର୍ଗତ ପଣ୍ଡାକୁଦିଆ ଗାଁରେ ଗୋଷ୍ଠୀ ସଙ୍ଘର୍ଷ । ଗାଁ ଦାଣ୍ଡ ମଣ୍ଡପରେ ଥିବା ଗଛ କଟାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ । ଭରତପୁର ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଛି। ଗଛ କାଟିଥିବା ଅଭିଯୋଗରେ ପୋଲିସ ଜଣକୁ ଗିରଫ କରିଛି। ପରିସ୍ଥିତି ଏବେବି ଉତ୍ତେଜନାପୂର୍ଣ୍ଣ ରହିଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପଣ୍ଡାକୁଦିଆରେ ୧୬୩ ଧାରା ଜାରି କରାଯାଇଛି।

ଶରଦ ପାୱାରଙ୍କ ଦଳରେ ହଲଚଲ୍, ଅଧକ୍ଷ ପଦ ଛାଡ଼ିଲେ ଜୟନ...