ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଦାଦା ଓ ପୁତୁରାକୁ ହାଣିଲା ପଡ଼ୋଶୀ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

Published By : Rasmita Pradhan | January 11, 2025 9:12 AM

ସାଲେପୁର, ୧୧/୦୧ : ସରକାରୀ କାଡା କେନାଲକୁ ନଳକୂଅ ପାଣି ଛାଡ଼ିବାକୁ କେନ୍ଦ୍ରକରି ଦାଦା ଓ ପୁତୁରାକୁ ହାଣିଲା ପଡ଼ୋଶୀ। କଟକ ଜିଲ୍ଲା ସାଲେପୁର ଥାନା ବାରିଗୋଳ ଗାଁରେ ଏଭଳି ଘଟଣା ଘଟିଛି। ପଡୋଶୀଙ୍କ ଫାର୍ସା ଚୋଟରେ ଉଭୟ ଦାଦା ମାୟାଧର ସାମଲ ଓ ପୁତୁରା ସୁରେଶ ଚନ୍ଦ୍ର ସାମଲ ଗୁରୁତର ହୋଇଛନ୍ତି। ତାଙ୍କୁ ସାଲେପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଏନେଇ ସାଲେପୁର ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଆକ୍ରମଣକାରୀ ପଡୋଶୀଙ୍କୁ ଗିରଫ କରିବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ଗୁରୁତର ଦାଦା-ପୁତୁରା ଦାବି କରିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.