ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ପୂର୍ବ ଶତ୍ରୁତାରୁ ଭିଣୋଇକୁ କଟୁରୀରେ ହାଣିଲା ଶାଳକ ଆକ୍ରମଣ, ଥାନାରେ ଅଭିଯୁକ୍ତର ଆତ୍ମ ସମର୍ପଣ

Published By : Harapriya Sethi | May 5, 2025 11:53 AM

ଭୁବନେଶ୍ୱର, ୦୫/୦୫: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇକୁ କଟୁରୀରେ ହାଣିଲା ଶାଳକ । ଆକ୍ରମଣ ପରେ ଥାନାରେ ଅଭିଯୁକ୍ତର ଆତ୍ମସମର୍ପଣ । ଗୁରୁତର ଅବସ୍ଥାରେ ଭିଣୋଇଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ଭୁବନେଶ୍ୱରର ରଣସିଂହପୁର ହନୁମାନ ମନ୍ଦିର ନିଟକରେ ଏଭଳି ଅଭାବନୀୟ ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, କୌଣସି କାରଣକୁ ନେଇ ଶାଳକ ଏବଂ ଭିଣୋଇ ମଧ୍ୟରେ ବିବାଦ ଲାଗି ରହିଥିଲା । ଯାହାର ଫଳ ସ୍ୱରୂପ ଭିଣୋଇକୁ କଟୁରୀରେ ହାଣିଛି ଶାଳକ । ଭୁବନେଶ୍ୱର ରଣସିଂହପୁର ହନୁମାନ ମନ୍ଦିର ନିଟକରେ ଆକ୍ରମଣ କରିବା ପରେ ଥାନାକୁ ଯାଇ ଆତ୍ମସମର୍ପଣ କରିଛି ଅଭିଯୁକ୍ତ । ସେପଟେ ଭିଣୋଇଙ୍କୁ ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.