ଭୁବନେଶ୍ବର, ୨୬/୦୮: ଅଗଷ୍ଟ ୨୯ ତାରିଖ ସରକାରୀ ଛୁଟି । ନୂଆଖାଇଁ ପର୍ବ ଉପଲକ୍ଷେ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଶୁକ୍ରବାର ସମସ୍ତ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ୍ କୋର୍ଟ ଛୁଟି ରହିବ । ଏଥିପାଇଁ ସେପ୍ଟେମ୍ବର ୧୩ ତାରିଖ ଦ୍ବିତୀୟ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି ।...