ପ୍ରମୁଖ ଖବର
  • ବରଗଡ଼ : ଗୋଡଭଗା ରେଳ ଷ୍ଟେସନ ନିକଟରେ ପୁରୁଣା କୋଠାଘର ଭାଙ୍ଗି ଜଣେ ମୃତ, ୩ ଗୁରୁତର
  • ||
  • ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ମୁକୁଦ ସୋଡ଼ି
  • ||
  • ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ
  • ||
  • ବାପାକୁ ପିଟି ପିଟି ହତ୍ୟା! ଅଭିଯୁକ୍ତ ପୁଅ ଫେରାର୍‌
  • ||
  • DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା
  • ||
  • ରାଜଧାନୀରୁ ରହସ୍ୟଜନକ ଭାବେ ଡାକ୍ତର, ଇଞ୍ଜିନିୟର ନିଖୋଜ; ରେଳଷ୍ଟେସନ ସିସିଟିଭି ଅଣ୍ଡାଳୁଛି ପୁଲିସ
  • ||
  • ନୂଆଦିଲ୍ଲୀରେ ମୋଦି ସରକାରଙ୍କ ଶେଷ ମନ୍ତ୍ରୀ ପରିଷଦ ବୈଠକ, ରବିବାର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା
  • ||
  • ମାର୍ଚ୍ଚ ୬ରୁ ହାତୀ ଛୁଆଙ୍କ ପାଠପଢ଼ା ଆରମ୍ଭ, ୪ ଓଡ଼ିଆଙ୍କ ସମେତ ଆସାମରୁ ଆସିଛନ୍ତି ୨ ଦକ୍ଷ ଟ୍ରେନର୍
  • ||
  • WPL 2024: ବିଜୟକୁ ଫେରିଲା ମୁମ୍ବାଇ ଇଣ୍ଡିଆନ୍‌, ଆରସିବିକୁ ୭ ୱିକେଟ୍‌ରେ ହରାଇଲା
  • ||
  • ରବିବାର ୭ ଜିଲ୍ଲାରେ ବର୍ଷା, ଘଡ଼ଘଡ ସମ୍ଭାବନା: ଦିନରେ ତାତି ଆହୁରି ବଢ଼ିପାରେ
  • ||

ଗଛରେ ରଶି ଲଗାଇ ଝୁଲିପଡିଲେ ଅଟୋ ଡ୍ରାଇଭର, ମୃତ୍ୟୁର କାରଣ ଖୋଜୁଛି ପୋଲିସ

କୁଆଖିଆ ୬/ ୦୨: କୁଆଖିଆ ଥାନା ଅନ୍ତର୍ଗତ ହରିପୁର ଅଞ୍ଚଳରେ ଜଣେ ଅଟୋ ଚାଳକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତଦେହ ନିକଟରେ ଅଟୋ ଥିବା ଦେଖିବାକୁ ମିଳିଛି। ମୃତ ଡ୍ରାଇଭର ଜଣକ ଜେନାପୁର ଥାନା ଅଣ୍ଟିଆ ଗ୍ରାମର ବୋଲି ଜଣାପଡିଛି।  ତେବେ ମୃତର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ,ଆଜି ସକାଳେ ଭଉଣୀ ଘର ନିକଟରେ ଅଟୋଟି ରଖି ଏକ ବଣ ଗଛରେ ରଶି ଲାଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଥିଲା । ଏହା ସ୍ଥାନୀୟ ଲୋକ ଦେଖି କୁଆଖିଆ ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଯୁବକଟି କେଉଁ କାରଣରୁ ଆତ୍ମହତ୍ୟ କରିଛି ତାହା ତଦନ୍ତ କିବା ସହ ତାର ପରିଚୟ ଖୋଜୁଛି । ସେ ଭଉଣୀ ଘରେ ରହି ଭଡ଼ା କରୁଥିବା  ଜଣାପଡିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.