ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ଭାରତୀୟ ନ୍ୟାୟ ସଂହିତା ସମ୍ପର୍କିତ ସଚେତନତା , ଜନସାଧାରଣଙ୍କ ସେବା ପାଇଁ ରହିଛି ପୋଲିସ

Published By : Suraj Kumar | March 3, 2025 7:37 PM

ଫିରିଙ୍ଗିଆ,୩।୩  କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ପରିସରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଥାନା ଅଧିକାରୀ ଚିରଞ୍ଜୀବ ବେହେରାଙ୍କ ଅଧକ୍ଷତାରେ  ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରାଜ୍ୟର ନୂତନ ଭାବରେ ଲାଗୁ ହୋଇଥିବା ବା ଭାରତୀୟ ପିଙ୍ଗଳ କୋର୍ଟ ଆଇନ ରୁ ପରିବର୍ତ୍ତନ ହୋଇଥିବା ଭାରତୀୟ ନ୍ୟାୟ ସଂହିତା ବିଷୟରେ ଉପସ୍ଥିତ ଜନସାଧାରଣଙ୍କୁ ସଚେତନତା କରାଯାଇଥିଲା I 

ଅନ୍ୟପଟେ ପୋଲିସର କାର୍ଯ୍ୟକଳାପ ସହ ଆଇନ ଶୃଙ୍ଖଳା ବିଷୟରେ ଏହି ସଚେତନତା କାର୍ଯ୍ୟକ୍ରମରେ ଆଲୋଚନା ହେବା ସହ ପୋଲିସ ଜନସାଧାରଣଙ୍କ ସେବା ପାଇଁ ରହିଛି । ଜନସାଧାରଣ ପୋଲିସକୁ ସହଯୋଗ କଲେ ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ମଧ୍ୟ୍ୟ ନିୟନ୍ତ୍ରଣ ହୋଇପାରିବ ବୋଲି ଥାନା ଅଧିକାରୀ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ I 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.