ପ୍ରମୂଖ ଖବର
  • ସୁପର-୮ ମୁକାବିଲା: ବାଂଲାଦେଶକୁ ୫୦ ରନରେ ହରାଇଲା ଭାରତ
  • ||
  • ପରୀକ୍ଷା ହେବାର ଗୋଟିଏ ଦିନ ପୂର୍ବରୁ NEET-PG ଏଣ୍ଟ୍ରାସ୍ ସ୍ଥଗିତ
  • ||
  • ରବିବାରଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଶ୍ରୀବଳଦେବଜିଉ ମନ୍ଦିରରେ କରିବେ ପୂଜାର୍ଚ୍ଚନା
  • ||
  • ଓଟିଇଟି-୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ: ଅଗଷ୍ଟ ୯ରେ ପରୀକ୍ଷା, ଜୁନ୍ ୨୪ରୁ ଆବେଦନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍ ସୁପର ୮ ବାଂଲାଦେଶକୁ ଭେଟିବ ଭାରତ, ରୋହିତ, କୋହଲିଙ୍କ ପାଇଁ ସ୍ପିନ୍‌ ପରୀକ୍ଷା
  • ||
  • ରାଜ୍ୟର ୩୦ ଜିଲ୍ଲାକୁ ଛୁଇଁଲା ମୌସୁମୀ: ଆଜି କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷିପାରେ, ୨୭ରେ ଲଘୁଚାପ
  • ||
  • ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ର​‌ରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା. ୬୮ ଫ୍ଲାଟୁନ୍ ଫୋର୍ସ ମୁତୟନ
  • ||
  • ପୁରୀ: ଆଜି ପବିତ୍ର ସ୍ନାନଯାତ୍ରା , ରତ୍ନସିଂହାନରୁ ସ୍ନାନବେଦୀକୁ ଧାଡି ପହଣ୍ଡିରେ ବିଜେ କରୁଛନ୍ତି ଶ୍ରୀଜିଉ
  • ||

ରେଞ୍ଜରଙ୍କ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ, ବଡ଼ମ୍ବା ରେଞ୍ଜରଙ୍କ ସମେତ ୧୫ ଅଟକ

କଟକ, ୦୬/୦୨ : ହାତୀ ମୃତ୍ୟୁକୁ ନେଇ ଚର୍ଚ୍ଚାରେ ଥିବା ବଡ଼ମ୍ବାରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ମୃତ୍ୟୁରେ ସମ୍ପୃକ୍ତି ଦର୍ଶାଇ ଜଣେ ବ୍ୟକ୍ତିଙ୍କୁ ବନ ବିଭାଗ ଉଠାଇ ନେଇଥିବା ବେଳେ ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ଯାହାକୁ ନେଇ ସ୍ଥିତି ଗମ୍ଭୀର ରହିଛି।

{"id":531230,"sizeSlug":"full","linkDestination":"none"}

ସୂଚନାରୁ ପ୍ରକାଶ ଯେ, ବଡ଼ମ୍ବା-ହିନ୍ଦୋଳ ରେଞ୍ଜର ମଧ୍ୟବର୍ତ୍ତୀ ଅଞ୍ଚଳରେ ଗତ କିଛି ଦିନ ପୂର୍ବରୁ ଏକ ଦନ୍ତା ହାତୀର ସନ୍ଦେହଜନକ ମୃତ୍ୟ ହୋଇଥିଲା। ହାତୀକୁ ଗୁଳି କରାଯାଇ ତାର ଦାନ୍ତ କାଟି ନିଆଯାଇଥିଲା। ଏଥିରେ ବନ ବିଭାଗ ବଡମ୍ବା ରେଞ୍ଜରେ ଧନିଆ ବେହେରା ନାମକ ଜଣେ ଲୋକକୁ ରାତିରେ ଉଠାଇ ନେଇଥିଲା। ତେବେ ହଠାତ୍ ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ବଡମ୍ବା ପୁଲିସ ଦୁଇ ଏସିଏଫଙ୍କ ସହ ୧୫ ଜଣଙ୍କୁ ଆଠଗଡ଼ ଡିଏସପିଙ୍କ କାର୍ଯ୍ୟାଳୟରେ ଅଟକ ରଖିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.