PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଭତ୍ସ ହତ୍ୟାକାଣ୍ଡ, କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲା ଦୁର୍ବୃତ୍ତ

ବଡ଼ବିଲ, ୨୦/୦୮ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଭତ୍ସ ହତ୍ୟାକାଣ୍ଡ। ଜଣେ ବ୍ୟକ୍ତିଙ୍କୁ କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କଲା ହତ୍ୟାକାରୀ। କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବସନ୍ତପୁର ମାଝୀ ସାହିରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଭିଯୁକ୍ତକୁ ପୋଲିସ ଗିରଫ କରିଛି।

ସୂଚନାନୁଯାୟୀ, ମୃତକ ଜଣଙ୍କ ହେଉଛନ୍ତି ମାଝୀ ସାହିର ନାଣ୍ଡୁ ମୁଣ୍ଡା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଠୁବୁ ମାଝୀ ନାମକ ଜଣେ ବ୍ୟକ୍ତି ନାଣ୍ଡୁ ମୁଣ୍ଡାଙ୍କୁ କଟୁରୀରେ ହାଣି ହତ୍ୟା କରିଛି। ଏନେଇ ଖବର ପାଇବା ପରେ ଘଟଣାସ୍ଥଳରେ ବାମେବାରୀ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତକୁ ପୋଲିସ ଅଟକ ରଖିଛି।