ଭୁବନେଶ୍ବର, ୨୨/୦୭: ବାହୁଡା଼ ଯାତ୍ରାକୁ ନେଇ ପ୍ରସ୍ତୁତି ଆରମ୍ଭ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆରମ୍ଭ ହୋଇଛି ବୈଠକ। ବାହୁଡ଼ା, ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପ୍ରସ୍ତୁତି ନେଇ ଆଲୋଚନା ଚାଲିଛି। ଏହି ମିଟିଂରେ ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ,ଉନ୍ନୟନ କମିଶନର , ପୁଲିସ ମହାନିର୍ଦ୍ଦେଶକ, ଶ୍ରୀମନ୍ଦିର ପ୍ରଶାସକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି । ଖବର ଅପଡେଟ୍ ଜାରି...