ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଅନିଲ-ହଂସିକାଙ୍କ ଜାମିନ ଆବେଦନ ଖାରଜ, ରାୟ ସଂରକ୍ଷିତ ରଖିଥିଲେ କୋର୍ଟ

Published By : Harapriya Sethi | January 29, 2025 10:42 AM

 ଭୁବନେଶ୍ୱର, ୨୯/୦୧: ରାଜଧାନୀରେ ହାଇ ପ୍ରୋଫାଇଲ୍‌ ଠକେଇ ମାମଲାରେ ଅନିଲ- ହଂସିକାଙ୍କ ଜାମିନ ଖାରଜ କଲେ ଭୁବନେଶ୍ଵର ଏଡିଜେ ୨ କୋର୍ଟ । ଜାନୁଆରୀ ୧୮ ତାରିଖରେ ଉଭୟଙ୍କ ଶୁଣାଣି ହୋଇଥିଲା । ଶୁଣାଣି ପରେ ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଅନ୍ୟପଟେ ଉଭୟଙ୍କୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କଲା କମିଶନରେଟ ପୋଲିସ । ଏଡିଜେ ୨ କୋର୍ଟରେ ରିମାଣ୍ଡ ଆବେଦନ କରାଯାଇଛି । 

ଅନିଲ- ହଂସିକା ଗିରଫ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଉଭୟଙ୍କୁ ରିମାଣ୍ଡରେ ଆଣି ଏହି ସମୟରେ ହଂସିକାଙ୍କ ଯୁବତୀ ଚାଲାଣ ଲିଙ୍କ ଖୋଲିବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ । ଝାଡ଼ଖଣ୍ଡରୁ କଲଗାର୍ଲ୍‌ ଆଣି କାହାକୁ ଯୋଗାଇଥିଲେ ହଂସିକା, ତାର ଛାନଭିନ କରିବ କମିଶନରେଟ ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.