ପ୍ରମୂଖ ଖବର
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ଗୋରୁ ବୋଝେଇ ଟ୍ରକ୍‌କୁ ଅଟକାଇଲା ବଜରଙ୍ଗୀ ଦଳ ଏବଂ ବିଶ୍ୱହିନ୍ଦୁ ପରିଷଦ ଦଳ, ଡ୍ରାଇଭର ଫେରାର

Published By : Harapriya Sethi | August 9, 2025 8:54 AM

କେନ୍ଦୁଝର ସଦର,୦୯/୦୮: କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ବେଲଦାଘାଟି ଠାରେ ଗୋରୁ ବୋଝେଇ ଟ୍ରକ୍‌କୁ ଅଟକାଇଲା ବଜରଙ୍ଗୀ ଦଳ ଏବଂ ବିଶ୍ୱହିନ୍ଦୁ ପରିଷଦ ଦଳ। ଖବର ପାଇ ସଦର ପୁଲିସ ପହଞ୍ଚି ଗାଡ଼ି ଜବତ କରି ଗୋରୁଗୁଡ଼ିକୁ ଗୋଶାଳା ନେବାକୁ ବ୍ୟବସ୍ଥା କରୁଥିବା ସୂଚନା ମିଳିଛି । ଉକ୍ତ ୧୨ ଚକିଆ ଟ୍ରକ୍‌ଟି କେନ୍ଦୁଝର ପଟରୁ ଯଶିପୁର ଅଭିମୁଖେ ଯାଉଥିଲା। ଗାଡ଼ିରେ ୨୫ଟି ଗୋରୁ ଥିବା ପ୍ରାଥମିକ ସୂଚନା ମିଳିଛି । ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.