ପ୍ରମୁଖ ଖବର
  • ଜୟପୁର: ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାରିଲା ଦିଲ୍ଲୀ କ୍ୟାପିଟାଲ୍ସ, ୧୨ ରନରେ ଜିତିଲା ରାଜସ୍ଥାନ ରୟାଲ୍ସ
  • ||
  • ହୃଦଘାତରେ ଆଖି ବୁଜିଲା ମାଫିଆ ଡନ୍ ମୁଖତାର ଅଂସାରୀ
  • ||
  • ଜୟପୁର: ରାଜସ୍ଥାନ ରୟାଲ୍ସ ଲାଗି ଏକାକୀ ଲଢ଼ିଲେ ରିୟାନ୍ ପରାଗ, ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୮୬ ରନ୍ ଟାର୍ଗେଟ୍
  • ||
  • ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
  • ||
  • ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ, ୫ସହରରେ ୩୯ ଡିଗ୍ରୀ ଟପିଲା ତାତି, ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||

ଶାଶୁଘରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ

ବଲାଙ୍ଗିର, ୩୦/୧୧ : ଶାଶୁଘରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ସୋନପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ପୁଆ ଗାଁର ରୁକ୍ମିଣୀ ସାହୁଙ୍କ ଝୁଲନ୍ତା ମୃତଦେହ ବୁଧବାର ସକାଳୁ ତାଙ୍କ ଶାଶୁ ଘରୁ ଉଦ୍ଧାର ହୋଇଛି। ରୁକ୍ମିଣୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପଘର ଲୋକ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ କେସରକେଲାର ଦେବ ପଧାନଙ୍କ ଝିଅ ରୁକ୍ମିଣୀ ଗତ ଦେଢ଼ବର୍ଷ ତଳେ ପୁଆ ଗାଁର ବଶିଷ୍ଠ ସାହୁଙ୍କ ପୁଅ ରଞ୍ଜନଙ୍କୁ ବିବାହ କରିଥିଲେ। ବିଭିନ୍ନ ସମୟରେ ତାଙ୍କୁ ଯୌତୁକ ଜନିତ ନିର୍ଯାତନା ଦିଆଯାଉଥିବା ନେଇ ରୁକ୍ମିଣୀ କହୁଥିଲେ। ଆଜି ରୁକ୍ମିଣୀ ଆତ୍ମହତ୍ୟା କରିଥିବା ନେଇ ବାପଘରକୁ ଖବର ଆସିଥିଲା। ତେବେ ରୁକ୍ମିଣୀ ୫ମାସର ଗର୍ଭବତୀ ଥିବା ନେଇ ଜଣାପଡିଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଭୀମ ଭୋଇ ମେଡିକାଲ କଲେଜକୁ ପଠାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.