ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା କାର୍, ୨ ଗୁରୁତର
  • ||
  • ମୋହନା: ଘାଟିରେ ଓଲଟିଲା ମିନି ବସ୍, ୨୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଶ୍ୱକପ୍‌ ମହାକୁମ୍ଭକୁ ଆଉ ୩ ଦିନର ଅପେକ୍ଷା: ୧୦ ଦଳ, ୧୦ ଭେନ୍ୟୁ, ୪୮ ମ୍ୟାଚ୍‌ରେ ହେବ ମୁକାବିଲା
  • ||
  • ରାଉରକେଲା: ଝଗଡ଼ା ସମାଧାନ କରିବାକୁ ଯାଇଥିଲେ..ଠେଲାପେଲା ବେଳେ ତଳେ ପଡ଼ି ମହିଳା ଏଏସ୍‌ଆଇ ମୃତ
  • ||
  • ଭୁବନେଶ୍ୱର: ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: କିଲର୍‌ ଚାଳକର ପତ୍ତା ପାଉନି ପୁଲିସ, ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ
  • ||
  • ପୁରୀ: ଶ୍ରୀମନ୍ଦିରରେ ପୁଣି ବୁଲିଲା କ୍ୟାମେରା: ଭୋଗ ଆଟିକା ନିକଟରୁ ବନ୍ଧାହେଲା ଅଭିଯୁକ୍ତ, ସ୍ପାଏ ପେନ୍‌ କ୍ୟାମେରା ଜବତ
  • ||
  • ମାଦ୍ରିଦ: ସ୍ପେନ ନାଇଟ୍‌ କ୍ଲବରେ ଭୀଷଣ ଅଗ୍ନିକାଣ୍ଡରେ ଭୁଶୁଡିଲା ଛାତ: ୧୩ ମୃତ, ୪ ଆହତ
  • ||
  • ଭୁବନେଶ୍ୱର: ୟୁନିଟ୍‌-୧ ହାଟରେ ତାଲା, ୩ ଦିନି ସାଢେ ୭ କୋଟି ଘାଟା: ମଙ୍ଗଳବାର ବିଏମ୍‌ସି ସହ ହାଟ କମିଟିର ଆଲୋଚନା
  • ||
  • ଭୁବନେଶ୍ୱର: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ରାଜଧାନୀର ବଡ଼ଗଡ଼ରୁ ଶୁଭାରମ୍ଭ କରିବେ ନବୀନ
  • ||
  • ବିଶ୍ୱ ପାଇଁ ଆଶ୍ୱସ୍ତି: ସଟ୍‌ଡାଉନ୍‌ରୁ ବର୍ତ୍ତିଗଲା ଆମେରିକା, ଶେଷ ମୁହୂର୍ତ୍ତରେ ଫଣ୍ଡିଂ ବିଲ୍‌ ମଞ୍ଜୁର
  • ||
  • ଭୁବନେଶ୍ୱର; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ବାଲେଶ୍ୱର ବିଧାୟକଙ୍କ ଫିରିଙ୍ଗିଆ ଗସ୍ତ, ବୁଲି ଦେଖିଲେ ବନ୍ଧଗଡ଼ଠାରେ ଥିବା ହଳଦୀ ପ୍ରକ୍ରିୟା କରଣକେନ୍ଦ୍ର

ଫିରିଙ୍ଗିଆ ୧୫/୯: ବାଲେଶ୍ଵର ବିଧାୟକ ସୌରଭ କୁମାର ଦାସ ଦିନିକିଆ କନ୍ଧମାଳ ଗସ୍ତରେ ଆସି ଆଜି ଦିନ ୨ଟା ତିରିଶ ସମୟରେ ଫିରିଙ୍ଗିଆ ବ୍ଲକ ବନ୍ଧଗଡ଼ ଠାରେ ଥିବା ହଳଦୀ ପ୍ରକ୍ରିୟା କରଣ କେନ୍ଦ୍ର କସମକୁ ଯାଇ ବୁଲି ଦେଖିଥିଲେ I ଫୁଲବାଣୀ ବିଧାୟକ ଅଙ୍ଗଦ କହଁରଙ୍କ ନେତୃତ୍ୱରେ ବାଲେଶ୍ୱର ବିଧାୟକ ଏହି ଗସ୍ତ କରିଥିବାବେଳେ ବିଧାୟକଙ୍କ ଏହି ଗସ୍ତ ସମୟରେ ଫୁଲବାଣୀ ଆଦିବାସୀ ଉନ୍ନୟନ ବିଭାଗର ପ୍ରକଳ୍ପ ମ୍ୟାନେଜର ପି ମୁରଲୀ ମଧ୍ୟ ଉପସ୍ଥିତ ଥିବାବେଳେ କସମ କେନ୍ଦ୍ରର ସଭାପତି ରାଜ କର୍ଣ୍ଣ ବିଧାୟକଙ୍କୁ ହଳଦୀ ପ୍ରକ୍ରିୟା କରଣ କେନ୍ଦ୍ରକୁ ବୁଲାଇ ଦେଖାଇଥିଲେ I ଅନ୍ୟପଟେ ବିଧାୟକ ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟକୁ ମଧ୍ୟ୍ୟ ଆସି ବ୍ଲକ କାର୍ଯ୍ୟାଳୟର କର୍ମଚାରୀମାନଙ୍କୁ ଭେଟିଥିଲେ I

Copyright © 2022 - Summa Real Media Private Limited. All Rights Reserved.