PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ବାଲିମେଳା ଜଳଭଣ୍ଡାରକୁ ମାଛ ଧରିବାକୁ ଯାଇ ଡଙ୍ଗା ବୁଡ଼ି ଜଣେ ନିଖୋଜ

ଚିତ୍ରକୋଣ୍ଡା, ୨୫/୦୫ : ବାଲିମେଳା ଜଳ ଭଣ୍ଡାରକୁ ମାଛ ଧରିବାକୁ ଯାଇ ଡଙ୍ଗା ବୁଡ଼ି ଜଣେ ନିଖୋଜ। ମଝୀ ନଦୀରେ ପବନ ଓ ବର୍ଷା ପ୍ରବଳ ବେଗରେ ହେବା ଦ୍ଵାରା ଡଙ୍ଗାଟି ଭାରସାମ୍ୟ ହରେଇ ସିଙ୍ଗାରାମ ନିକଟରେ ଓଲଟି ପଡିଥିଲା। ଦୁଇ ଜଣ ପହଁରି କୂଳରେ ପହଞ୍ଚିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜଣେ ନିଖୋଜ ଅଛନ୍ତି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

ସୂଚନାନୁଯାୟୀ, ନାକାମାମୁଡି ପଞ୍ଚାୟତ ଅନ୍ତର୍ଗତ ଡାଇକ- ୩ ଗ୍ରାମର ୩ ଜଣ ମାଛ ଧରିବାକୁ ବାଲିମେଳା ଜଳ ଭଣ୍ଡାରକୁ ଯାଇଥିଲେ। ମଝୀ ନଦୀରେ ପବନ ଓ ବର୍ଷା ପ୍ରବଳ ବେଗରେ ହେବା ଦ୍ଵାରା ଦେଶୀ ଡଙ୍ଗାଟି ଭାରସାମ୍ୟ ହରେଇ ସିଙ୍ଗାରାମ ନିକଟରେ ଓଲଟି ପଡିଥିଲା। ଦୁଇ ଜଣ ପହଁରି କୂଳରେ ପହଞ୍ଚିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜଣେ ନିଖୋଜ ଅଛନ୍ତି। ନିଖୋଜ ବ୍ୟକ୍ତି ଡାଇକ-୩ ଗ୍ରାମର କୃପା ବେନିଆ ବୋଲି ଜଣା ପଡିଛି। ଗ୍ରାମବାସୀ ଓ ଅଗ୍ନିଶମ ବାହିନୀ ଦ୍ଵାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି।