ପ୍ରମୂଖ ଖବର
  • ଅପେକ୍ଷାର ହେଲା ଅନ୍ତ, ଖୋଲିଲା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର, ଭିତର ଭଣ୍ଡାର ଖୋଲିବାକୁ ଚାଲିଛି ପକ୍ରିୟା
  • ||
  • ଶ୍ରୀମନ୍ଦିରକୁ ପ୍ରବେଶ କଲେ ୧୧ ଜଣ ସଦସ୍ୟ, ଦିନ ୧ଟା ୨୮ରେ ଶୁଭ ମୁହୂର୍ତ୍ତରେ ଫିଟିବ ଭିତର ଭଣ୍ଡାର ତାଲା
  • ||
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ଧାର୍ମିକ ଶୋଭାଯାତ୍ରା ପାଇଁ ପୁଣି ସମ୍ବଲପୁରରେ ଲାଗିଲା କଟକଣା, ମହରମରେ ହେବନି ଶୋଭାଯାତ୍ରା

ସମ୍ବଲପୁର,୧୧।୭ :  ଧାର୍ମିକ ଶୋଭାଯାତ୍ରା ପାଇଁ ପୁଣି ସମ୍ବଲପୁରରେ ଲାଗିଲା କଟକଣା l ଚଳିତ ବର୍ଷ ମହରମରେ ହେବ ନାହିଁ ଶୋଭାଯାତ୍ରା l ନିଜ ନିଜ ପଡା ଭିତରେ ପାଳିବେ ମହରମ l ସୂଚନା ଦେଲେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ  ଏ ନେଇ ସୂଚନା ଦେଇଛନ୍ତି। 

ଏନେଇ ଆଜି ଉତ୍ତରାଂଚଳ ଆଇଜି କାର୍ଯ୍ଯାଳୟରେ ବିଭିନ୍ନ ମହରମ କମିଟି, ହିନ୍ଦୁ ପକ୍ଷ, ମୁସଲିମ ପକ୍ଷଙ୍କୁ ନେଇ ବୈଠକ ହୋଇଥିଲା । ତେବେ କଟକଣା ବର୍ଷେ ଯାଏଁ ପୂର୍ବରୁ ଲାଗିଥିବାବେଳେ ବର୍ଷେ ସମୟ ଅବଧି ସରିନାହିଁ । ଫଳରେ ନିଜ ନିଜ ପଡାରେ ମହରମ ପାଳିବା ନେଇ ନିଷ୍ପତ୍ତି ହୋଇଥିବା ଉତ୍ତରାଂଚଳ ଆଇଜି ହିମାଂଶୁ ଲାଲ କହିଛନ୍ତି । ସୂଚନା ଅନୁସାରେ କଟକଣା ହଟିଥିବା ନେଇ ଗତକାଲି ନିଷ୍ପତ୍ତି ହୋଇଥିଲା । ତେବେ ଆଜି ପୁନର୍ବିଚାର ହୋଇ କଟକଣା ପୁଣି ବଳବତ୍ତର ରହିଥିବା କୁହାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.