ପ୍ରମୁଖ ଖବର
  • ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ, ୧୮୦ ଆଇଏଏସ୍., ୨୦୦ ଏଇପିଏସ୍‌, ୩୭ ଆଇଏଫଏସ କୃତ୍ତକାର୍ଯ୍ୟ
  • ||
  • କେନ୍ଦୁଝର ଅଦାଲତ ସଂଲଗ୍ନ ଔଷଧ ଦୋକାନରେ ପଶିଲା ବାରାହା
  • ||
  • ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର
  • ||
  • ବାରିପଦା: ପୋଖରୀ ରେ ଗାଧୋଉଥିବା ବେଳେ ଦୁଇ ଭଉଣୀଙ୍କ ମୃତ୍ୟୁ
  • ||
  • ଆସିଲା ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୨୧ ବିଧାନସଭା ପ୍ରାର୍ଥୀଙ୍କ ନା ଘୋଷଣା, ୧୪ ଆସନ ପାଇଁ ଛାଣ୍ଡିନି ଅଙ୍କ
  • ||
  • ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ, ଶେଷ ସୁଯୋଗ ଆଜି
  • ||
  • ମଙ୍ଗଳବାର ରଥଯାତ୍ରା ଦ୍ୱିତୀୟ ପ୍ରସ୍ତୁତି ବୈଠକ: ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ଶ୍ରୀଗୁଣ୍ଡିଚା ଚାଲେଞ୍ଜ ହେବ
  • ||
  • IPL 2024: ଇଡେନ୍‌ରେ କୋଲକାତା-ରାଜସ୍ଥାନ ମୁକାବିଲା, ଶୀର୍ଷ ସ୍ଥାନ ପାଇଁ ହେବ ଲଢ଼େଇ
  • ||
  • ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ର, ମଧ୍ୟାହ୍ନ ସାଢ଼େ ୧୨ଟାରେ ପହଣ୍ଡି, ସାଢ଼େ ୩ଟାରେ ରଥ ଟଣା
  • ||
  • ଆଗକୁ ଭୟାନକ ଅଗ୍ନି ବର୍ଷା, ୪୫ ଛୁଇଁବ ତାପମାତ୍ରା: ସପ୍ତାହ ଯାଏ କମିବନି ତାତି
  • ||

ଅଭୟାରଣ୍ୟକୁ ପ୍ଲାଷ୍ଟିକ ମନା, ଏପ୍ରିଲ ପହିଲାରୁ କଟକଣା ଲାଗୁ

 ଭୁବନେଶ୍ବର,୪।୩ : ରାଜ୍ୟର ସମସ୍ତ ଅଭୟାରଣ୍ୟ, ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ସଂରକ୍ଷଣ ଅଂଚଳରେ ପର୍ଯ୍ୟଟକ ଆଉ ବ୍ୟବହାର କରିବେ ନାହିଁ  ପ୍ଲାଷ୍ଟିକ। ଆସନ୍ତା ଏପ୍ରିଲ  ପହିଲାରୁ ଏହି କଟକଣା ଲାଗୁ କରାଯାଇଛି। ରାଜ୍ୟ ବନ୍ୟପ୍ରାଣୀ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦେଶ ଜାରି କରାଯାଇଛି । ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ସୁଶାନ୍ତ ନନ୍ଦ ଏ ନେଇ  ସୂଚନା ଦେଇଛନ୍ତି।

ଜାତୀୟ ଉଦ୍ୟାନ,  ଅଭୟାରଣ୍ୟ ଓ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ   ପର୍ଯ୍ୟାପ୍ତ ପାନୀୟ ଜଳ  ବ୍ୟବସ୍ଥା କରାଯିବାକୁ ନିର୍ଦେଶ ଦିଆଯାଇଛି।  ପ୍ଲାଷ୍ଟିକ ଖୋଳରେ ଖାଦ୍ୟ ନେଉଥିଲେ ଏଣେ ତେଣେ ଫିଙ୍ଗିବାକୁ ବାରଣ କରାଯାଇଛି। ଏହାକୁ ଡଷ୍ଟବିନରେ ପକାଇବାକୁ ନିର୍ଦେଶ ଦିଆଯାଇଛି। ପର୍ଯ୍ୟଟକ ନିୟମ ନ ମାନିଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଆହୁରି ପଢନ୍ତୁ : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢିଲା : ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ହେଲା ବୃଦ୍ଧି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.