PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ଆଜି ଜନ୍ମବେଦିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ଆଡ଼ପ ଦର୍ଶନ ବନ୍ଦ

ପୁରୀ,୦୪/୦୭: ସୋମବାର ଅପରାହ୍ଣରେ ଗୁଣ୍ଡିଚା ମନ୍ଦିର ଜନ୍ମବେଦିରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଙ୍ଗାର କରିବେ । ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ।

ଶ୍ରୀମନ୍ଦିର ପ୍ରଶାସନ ସୂଚନା ଅନୁସାରେ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବାରଣ କରାଯାଇଛି । ୨ୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ କରାଯିବ । ଗୁଣ୍ଡିଚାଘର ଗର୍ଭଗୃହରେ ପ୍ରବେଶ କରି ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଙ୍ଗାର କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଇଥାଏ ।