ପ୍ରମୁଖ ଖବର
  • ପଦ୍ମ ଧରିଲେ ପ୍ରଶାନ୍ତ ଜଗଦେବ, ବିଜେଡିରୁ ହୋଇଥିଲେ ୨ ଥରର ବିଧାୟକ
  • ||
  • ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ, ୧୨ ଜଣିଆ କମିଟି ଗଠନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ମହାରାଜ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଛି ମିଟିଂ
  • ||
  • ମାର୍ଚ୍ଚ ୫​‌ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚଣ୍ଡିଖୋଲର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • ହିମାଚଳର ୬ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ସଦସ୍ୟତା ରଦ୍ଦ
  • ||
  • ଉଦଳା: ସ୍କୁଟି- ବାଇକ୍ ଧକ୍କାରେ ଚାଲିଗଲା ୩ ଜଣ ଜୀବନ
  • ||
  • ୧୦ ବର୍ଷର ପ୍ରତୀକ୍ଷାର ଅନ୍ତ: ଆଜି ବକ୍ସ ଡ୍ରେନ୍‌ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ୪୫୦ କୋଟିରେ ହୋଇଛି ନିର୍ମାଣ
  • ||
  • ଭିଜିଲାନ୍ସ ଜାଲରେ ରାଉରକେଲା ESIC ସିନିଅର ଆସିଷ୍ଟାଣ୍ଟ ଅଭିରାମ ସାହୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ବିଜେପି ସିଇସିର ପ୍ରଥମ ବୈଠକ: ଆଜି ୧୨୦ ପ୍ରାର୍ଥୀଙ୍କ ତାଲିକା ଜାରି କରିପାରେ ଦଳ
  • ||
  • ପଦ୍ମ ଧରିବେ ପ୍ରଶାନ୍ତ, ମନ୍ମଥ ! ଖୁବଶୀଘ୍ର ହୋଇପାରେ କିଛି ବଡ଼ ଘୋଷଣା
  • ||
  • ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା, ଫ୍ୟାନ୍‌ରେ ଝୁଲିପଡିଲେ ପ୍ରଦୀପ କୁମାର ଘୋଷ
  • ||
  • ସରିବ ଖଣ୍ଡଗିରି ଯାତ୍ରା ମହାକୁମ୍ଭ, ଆଜି ବିଦାୟ ନେବେ ୬ ଅପେରା ପାର୍ଟି
  • ||
  • ଟ୍ରକ୍ ସହ ବସ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୬ ଗୁରୁତର
  • ||
  • WPL-2024: ବିଜୟ ଖାତା ଖୋଲିଲା ୟୁପି ଓ୍ୱାରିୟର୍ସ, ୭ ୱିକେଟ୍‌ରେ ହାରିଲା ମୁମ୍ବାଇ ଇଣ୍ଡିଆନ୍ସ
  • ||
  • ଝଲସୁଛି ଉତ୍କଳ ବିଶ୍ୱବିଦ୍ୟାଳୟ, ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ରାଜ୍ୟର ୫ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା, ଉପକୂଳ ଓଡ଼ିଶାରେ ବଢ଼ିବପାରେ ତାତି
  • ||

ବୁଧବାର ମହାପ୍ରଭୁଙ୍କ ହେବ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ, ୩୦/୦୧ : ବୁଧବାର ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ। 

ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି । ଏହି ନୀତି ପାଇଁ ୩ରୁ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ତେବେ ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.