ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବୁଧବାର ମହାପ୍ରଭୁଙ୍କ ହେବ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ, ୩୦/୦୧ : ବୁଧବାର ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ। 

ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି । ଏହି ନୀତି ପାଇଁ ୩ରୁ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ତେବେ ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.