ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ବୁଧବାର ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୯ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ, ୦୬/୦୮ : ଆସନ୍ତା ବୁଧବାର ଶ୍ରାବଣ ଶୁକ୍ଳ ତୃତୀୟା ତିଥି। ଏହି ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହାଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ। ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ। 

      


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.