ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ବୁଧବାର ମହାପ୍ରଭୁଙ୍କ ହେବ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ୨୩/୦୭: ବୁଧବାର ଭାଦ୍ରବ କୃଷ୍ଣ ତୃତୀୟାରେ ଶ୍ରୀମନ୍ଦିରରେ ଶ୍ରୀ ବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହାଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ। ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ। 

  • PrameyaOdia
  • prameya
  • puri news
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.