ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

IPL-2025: ଦିଲ୍ଲୀକୁ ୧୬୪ ରନ୍‌ର ଟାର୍ଗେଟ ଦେଲା ବାଙ୍ଗାଲୋର; ୩୭ ରନର ପାରି ଖେଳିଲେ ଟିମ୍ ଡେଭିଡ୍

Published By : Bijay Swain | April 10, 2025 9:31 PM

ନୂଆଦିଲ୍ଲୀ: ଆଇପିଏଲର ୨୪ତମ ମ୍ୟାଚ୍‌ରେ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୪ ରନ୍‌ର ଟାର୍ଗେଟ ଦେଇଛି। ଗୁରୁବାର ଦିନ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଦିଲ୍ଲୀ ଟସ୍ ଜିତି ବୋଲିଂ କରିବାକୁ ବାଛିଥିଲା। ବାଙ୍ଗାଲୋର ୭ ୱିକେଟ୍ ହରାଇ ୧୬୩ ରନ୍ କରିଥିଲା। ଦଳ ପକ୍ଷରୁ ଟିମ୍ ଡେଭିଡ୍ ଏବଂ ଫିଲ୍ ସଲ୍ଟ ୩୭-୩୭ ରନ୍ କରିଥିଲେ। ଦିଲ୍ଲୀ ପକ୍ଷରୁ କୁଲଦୀପ ଯାଦବ ଏବଂ ବିପ୍ରରାଜ ନିଗମ ୨ଟି ଲେଖାଏଁ ୱିକେଟ ନେଇଥିଲେ।

 

ଆରସିବି ପକ୍ଷରୁ ବିରାଟ କୋହଲି ୨୨, ଅଧିନାୟକ ରଜତ ପାଟିଦାର ୨୫, ଦେବଦତ୍ତ ପାଡିକ୍କଲ ୧ ଏବଂ ଲିଆମ୍ ଲିଭିଙ୍ଗଷ୍ଟୋନ୍ ୪ ରନ୍ କରିଥିଲେ। ଦିଲ୍ଲୀ ପକ୍ଷରୁ ମୋହିତ ଶର୍ମା ଏବଂ ମୁକେଶ କୁମାର ପ୍ରତ୍ୟେକେ ୧-୧ ୱିକେଟ୍ ପାଇଥିଲେ। ଜଣେ ବ୍ୟାଟ୍ସମ୍ୟାନ୍ ମଧ୍ୟ ରନ ଆଉଟ୍ ହୋଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.