ପ୍ରମୂଖ ଖବର
  • ବ୍ରହ୍ମପୁର : ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍, ଜଣେ ମୃତ
  • ||
  • ସମ୍ୱଲପୁର : ଜମିବାଡ଼ି ବିବାଦରୁ ରକ୍ତପାତ, ଛୁରାମାଡ଼ରେ ଜଣେ ଗୁରୁତର
  • ||
  • ଇଂଲଣ୍ଡ ଟୁର୍‌ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ୍ କ୍ୟାପ୍ଟେନ୍‌, ପନ୍ତ ଉପ-ଅଧିନାୟକ, ସାମି ଆଉଟ୍
  • ||
  • ରାଜା ଚକ୍ର ଓ ଦୁଇ ସହଯୋଗୀ କେନ୍ଦୁଝର କୋର୍ଟରେ ହାଜର, ବୋଲ୍ ନେଇ ହେବ ଶୁଣାଣି
  • ||
  • ପୁରୀ: ବଢ଼ିବ ଜଗତଗୁରୁ ଶଙ୍କାରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା, ପୁରୀ ଏସ୍‌ପି ବିନୀତ୍ ଅଗ୍ରୱାଲଙ୍କ ସୂଚନା
  • ||
  • ବାଲେଶ୍ୱର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • କଟକ : ତିଗିରିଆରେ ବଢି ଚାଲିଛି ଖଣି ମାଫିଆଙ୍କ ରାଜ୍‌, ଏକକାଳୀନ ୧୬ଟି ସ୍ଥାନରେ ଚଢାଉ
  • ||
  • ସମ୍ବଲପୁରରୁ ହାତୀ ଶାବକର ମୃତଦେହ ଉଦ୍ଧାର, କିଛି ଦିନ ତଳେ ମୃତ୍ୟୁ ହୋଇଥିବା ଅନୁମାନ
  • ||
  • ବଲିଉଡ଼ରୁ ଆସିଲା ଦୁଃଖଦ ଖବର; ଆଉ ନାହାନ୍ତି ସଲମାନ ଖାନ୍‌ଙ୍କ କୋ-ଷ୍ଟାର ମୁକୁଲ ଦେବ
  • ||
  • କଳାହାଣ୍ଡି : ଟ୍ରକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଆକଳନର ୮ ଦିନ ପୂର୍ବରୁ ବର୍ଷିଲା
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ଯୁବକ ମୃ
  • ||
  • 'ତୁମକୁ ସୁରକ୍ଷା ଉପରେ କହିବାର ଅଧିକାର ନାହିଁ ଭାଷଣ ବନ୍ଦ କର'; UNSCରେ ପାକ୍‌ ଉପରେ ବର୍ଷିଲା ଭାରତ
  • ||
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

ବାଂଲାଦେଶରେ ରାଜନୈତିକ ସଙ୍କଟ ଶେଷ ! ପଦ ଛାଡ଼ିବେନି ମହମ୍ମଦ ୟୁନୁସ୍, ଦେଉଥିଲେ ଇସ୍ତଫା ଧମକ

Published By : Harapriya Biswal | May 24, 2025 7:13 PM

ନୂଆଦିଲ୍ଲୀ,୨୪।୫: ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନିଜ ପଦରେ ବଜାୟ ରହିବେ । ଏହା ସହିତ ସେ ଇସ୍ତଫା ଦେବା ନେଇ ହେଉଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି ।ବାଂଲାଦେଶରେ ଅନ୍ତରୀଣ ସରକାର ମୁଖ୍ୟ ଓ ପରାମର୍ଶଦାତା ପରିଷଦ ମୁଖ୍ୟ ପ୍ରଫେସର ମହମ୍ମଦ ୟୁନୁସ୍ ନିକଟରେ ଏକ ବୈଠକ ଡକାଇଥିଲେ। ଯେଉଁଥିରେ ଦେଶର ବର୍ତ୍ତମାନ ରାଜନୈତିକ ପରିସ୍ତିତି, ଭେଦଭାବ ଓ ପ୍ରଶାସନର ଚ୍ୟାଲେଞ୍ଜ ଉପରେ ଗଭୀର ଚର୍ଚ୍ଚା ହୋଇଛି। ଆଡଭାଇଜରୀ କମିଟି ବୈଠକରେ ନିଷ୍ପତ୍ତି ନେଇଛନ୍ତି ଯେ, ମହମ୍ମଦ ୟୁନୁସ ଅନ୍ତରୀଣ ସରକାରଙ୍କ ମୁଖ୍ୟ ରହିବେ। ଉଲ୍ଲେଖନୀୟ ଯେ, ସରକାର, ସେନା ଏବଂ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ସୃଷ୍ଟି ହୋଇଥିବା ମତଭେଦ ଯୋଗୁଁ ତାଙ୍କ ଇସ୍ତଫାର ସମ୍ଭାବନା ବୃଦ୍ଧି ପାଇଥିଲା।

ଆଡଭାଇଜରୀ କମିଟି ପକ୍ଷରୁ ଏକ ଏକ୍ସ ପୋଷ୍ଟରେ କୁହାଯାଇଛି ଏହି ବୈଠକ ରାଷ୍ଟ୍ରୀୟ ଆର୍ଥିକ ପରିଷଦ ପରେ ଶନିବାର ରାଜଧାନୀର ଶେର-ଇ-ବାଂଲା ନଗରରେ ଯୋଜନା କମିଶନ୍‌ର ବିଲ୍ଡିଂରେ ଆୟୋଜିତ କରାଯାଇଥିଲା। ବୈଠକର ଆୟୋଜନ ହଠାତ କରାଯାଇଥିଲା। ଯେଉଁଥିରେ ନିର୍ବାଚନ, ସୁଧାର ଓ ନ୍ୟାୟ ଭଳି ତିନୋଟି ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ ଚର୍ଚ୍ଚା ହୋଇଥିଲା। 

ପ୍ରଫେସର ୟୁନୁସ ବୈଠକକୁ ସମ୍ବୋଧିତ କରି କହିଛନ୍ତି, ଦେଶର ସ୍ବାଭାବିକ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସମ୍ପର୍କିତ ଦାବି, ଅବୈଧ ବୟାନ ଓ କାର୍ଯ୍ୟକ୍ରମ ଦେଶରେ ସନ୍ଦେହ ଓ ଭ୍ରମର ସ୍ଥିତି ସୃଷ୍ଟି କରୁଛି। ସେ ସ୍ପଷ୍ଟ କରିଛନ୍ତି ଯେ, ଏହି ସମସ୍ୟା ପରେ ସରକାର ନିଜର ଦାୟିତ୍ବକୁ ପୁରା କରୁଛନ୍ତି । ପରାମର୍ଶଦାତା ପରିଷଦ ଦେଶରେ ସ୍ଥିରତା ବଜାୟ ରଖିବା, ଆଗାମୀ ନିର୍ବାଚନ ସୁଧାର ଓ ନ୍ୟାୟିକ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ସବୁ ରାଜନୈତିକ ଦଳକୁ ଏକଜୁଟ ରହିବାକୁ ଅପିଲ କରିଛନ୍ତି। ସେ ଚେତାବନୀ ଦେଇଛନ୍ତି ଦେଶରେ କୌଣସି ପ୍ରକାର ଏକଛତ୍ରବାଦର ଆଗମନକୁ ସ୍ଥାୟୀ ରୂପରେ ରୋକିବା ଦରକାର।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.