ପ୍ରମୂଖ ଖବର
  • ଗୁଳି ମାଡ଼ରେ ଏନସିପି ନେତା ବାବା ସିଦ୍ଦିକି ମୃତ
  • ||
  • ସମ୍ମାନ ବଞ୍ଚାଇ ପାରିଲା ନାହିଁ ବାଂଲାଦେଶ, ୧୩୩ ରନ୍‌ରେ ହରାଇଲା ଭାରତ
  • ||
  • ସୁଭଦ୍ରାରେ ତ୍ରୁଟି ଥିଲେ ଯିବ ଫୋନ୍‌ କଲ୍‌, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ମିଳିବ ଟଙ୍କା
  • ||
  • ଶ୍ରୀମନ୍ଦିରରେ ପଡିଲା ରକ୍ତଛିଟା, ମହାସ୍ନାନ କରିଲେ ମହାପ୍ରଭୁ
  • ||
  • ଦରମଗାଡ ନଦୀରେ ଭାସି ନିଖୋଜ ହୋଇଥିଲେ ମହିଳା, ଉଦ୍ଧାର ହେଲା ମୃତଦେହ
  • ||
  • ପିଆଜ ଦର ବୃଦ୍ଧିକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା, ଖୁବ୍‌ ଶୀଘ୍ର କମିବ ଦର
  • ||
  • ଭୁବନେଶ୍ୱର : ପାର୍ବଣରେ ଅପରାଧ ନିୟନ୍ତ୍ରଣ ପାଇଁ କମିଶନରେଟ ପୋଲିସର ‘ଅପରେସନ ତ୍ରିଭୁଜ’
  • ||
  • ବଣାଇ : ପରିବା ବ୍ୟବସାୟୀଙ୍କ ଉପରେ ଚଢିଗଲା କାର୍‌, ବ୍ୟକ୍ତି ମୃତ
  • ||
  • କଟକରେ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀଙ୍କ ପାଇଁ କଲେ ସୁଖ ଏବଂ ସମୃଦ୍ଧି କାମନା
  • ||
  • ସମ୍ୱଲପୁର : ମହାନଦୀରେ ଦୁଇ ନାବାଳକ ଭାସିଯିବା ଘଟଣା: ୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ଯାଜପୁର : ବଙ୍ଗାଳୀ ସାହି ଦୁର୍ଗା ମଣ୍ଡପରୁ ଚୋରି, ମା'ଙ୍କ ରୁପା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ମଣ୍ଡପରେ ମା’ଙ୍କ ମହାନବମୀ, ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼
  • ||

ନୂଆଖାଇ ପାଇଁ ରାଜ୍ୟରେ ୯ ତାରିଖରେ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ଵର, ୦୭/୦୯ : ନୂଆଖାଇ ପାଇଁ ଆସନ୍ତା ୯ ତାରିଖରେ ରାଜ୍ୟରେ ବନ୍ଦ ରହିବ ସମସ୍ତ ବ୍ୟାଙ୍କ। ଏହା ସହ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ୍ ସଂସ୍ଥା ମଧ୍ୟ ବନ୍ଦ ରହିବ। 

ସୂଚନାନୁଯାୟୀ, ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ଵର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସେପ୍ଟେମ୍ଵର ୮ ତାରିଖ ରବିବାର ନୂଆଖାଇ ପଡୁଥିବାରୁ ୯ ତାରିଖ ସୋମବାରକୁ ଛୁଟି ଘୋଷଣା କରାଯାଇଛି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଏହା ସହ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.