ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଜୁଲାଇରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ, ୨୬।୬:ଚଳିତ ମାସରେ ଦେଶର ବିଭିନ୍ନ ପ୍ରାନ୍ତରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ । ଏହା ମଧ୍ୟରେ ୪ଟି ରବିବାର ସମେତ ୨ ଶନିବାର ସାମିଲ ରହିଛି । ଅନ୍ୟ ୬ ଦିନ ବିଭିନ୍ନ ସ୍ଥାନରେ ପର୍ବପର୍ବାଣୀ ସହ ଗୁରୁତ୍ୱପୂର୍ଣ୍ଣ ଦିବସ ଲାଗି ବ୍ୟାଙ୍କ କାମ ହେବନି । 

ସେହିଭଳି ଜୁଲାଇ ୧୭ରେ ମହରମ୍‌ ପଡ଼ୁଥିବାରୁ ଦେଶର ଅଧିକାଂଶ ପ୍ରାନ୍ତରେ ବ୍ୟାଙ୍କ କାମ ହେବନି । ତେବେ ବ୍ୟାଙ୍କ ବନ୍ଦ ରହିଲେ ମଧ୍ୟ ଅନ୍‌ଲାଇନରେ ଗ୍ରାହକ ବ୍ୟାଙ୍କିଙ୍ଗ କାମ କରିପାରିବେ । ସେହିଭଳି ଜୁଲାଇରେ ୯ ଦିନ ପୁଞ୍ଜି ବଜାର ମଧ୍ୟ ବନ୍ଦ ରହିବ ।   

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.