ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ଧାନ ଫସଲ ନଷ୍ଟ କଲେ ବାରହା ପଲ

Published By : Prameya | May 18, 2025 5:24 PM

ବୀରମହାରାଜପୁର,୧୮।୫ : ସୋନପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ହୋଇଥିବା ରବି ଫସଲକୁ ବାରହା ପଲ ନଷ୍ଟ କରୁଛନ୍ତି l ସୂଚନା ଅନୁସାରେ ବୀରମହାରାଜପୁର ଉପଖଣ୍ଡ ବିରସିଂହ ପୂର୍ ଗାଁ ରେ ଶତାଧିକ ଚାଷୀ ରବି ଧାନ ଚାଷ କରି ଏବେ ଅମଳ ଅପେକ୍ଷାରେ ରହିଛନ୍ତି। ଏହି ସମୟ ବର୍ହା ପଲ ଧାନ ଫସଲ ମାଡ଼ି ଦଳି ନଷ୍ଟ କରିଦେଇଛନ୍ତି l 

ଗାଁ ର ରାମଚନ୍ଦ୍ର ମହାକୁରଙ୍କ ଚାଷ ଜମିରେ ବାରହା ପଲ ପଶି ଧାନ ଫସଲ ଖାଇବା ସହିତ ମାଡ଼ି ଦଳି ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି l ଗରିବ ଚାଷୀ ର କଷ୍ଟ ଉପାର୍ଜିତ ଫସଲ ନଷ୍ଟ ହୋଇଥିବାରୁ ପ୍ରଶାସନ କ୍ଷୟକ୍ଷତି ଆକଳନ କରି ଚାଷୀ ଙ୍କୁ ସହାୟତା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.